ନିହିମୀୟା 4:4 - ପବିତ୍ର ବାଇବଲ4 ମୁଁ ପ୍ରାର୍ଥନା କଲି, “ହେ ଆମ୍ଭର ପରମେଶ୍ୱର, ଆମ୍ଭର ପ୍ରାର୍ଥନା ଗ୍ରହଣ କର, ସେହି ଲୋକମାନେ ଆମ୍ଭକୁ ଘୃଣା କରୁଛନ୍ତି। ସେମାନଙ୍କର ପରିହାସ ସେମାନଙ୍କ ପାଖକୁ ଫେରାଇ ଦିଅ। ସେମାନଙ୍କୁ ବିଦେଶରେ ବନ୍ଦୀକରି ସେମାନଙ୍କର ଧନ ଲୁଣ୍ଠିତ କରାଗଲା। Gade chapit laପବିତ୍ର ବାଇବଲ (Re-edited) - (BSI)4 ହେ ଆମ୍ଭମାନଙ୍କ ପରମେଶ୍ଵର, ଶ୍ରବଣ କର; କାରଣ ଆମ୍ଭେମାନେ ତୁଚ୍ଛୀକୃତ ହେଉଅଛୁ; ସେମାନଙ୍କ ଧିକ୍କାର ସେମାନଙ୍କ ନିଜ ମସ୍ତକରେ ବର୍ତ୍ତାଅ ଓ ସେମାନଙ୍କୁ ବିଦେଶରେ ବନ୍ଦୀ କରି ଲୁଟିତ ହେବାକୁ ସମର୍ପଣ କର; Gade chapit laଓଡିଆ ବାଇବେଲ4 ହେ ଆମ୍ଭମାନଙ୍କ ପରମେଶ୍ୱର, ଶ୍ରବଣ କର; କାରଣ ଆମ୍ଭେମାନେ ତୁଚ୍ଛୀକୃତ ହେଉଅଛୁ; ସେମାନଙ୍କ ପରିହାସ ସେମାନଙ୍କ ନିଜ ମସ୍ତକରେ ବର୍ତ୍ତାଅ ଓ ସେମାନଙ୍କୁ ବିଦେଶରେ ବନ୍ଦୀ କରି ଲୁଟିତ ହେବାକୁ ସମର୍ପଣ କର; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ହେ ଆମ୍ଭମାନଙ୍କ ପରମେଶ୍ୱର, ଶ୍ରବଣ କର; କାରଣ ଆମ୍ଭେମାନେ ତୁଚ୍ଛୀକୃତ ହେଉଅଛୁ; ସେମାନଙ୍କ ପରିହାସ ସେମାନଙ୍କ ନିଜ ମସ୍ତକରେ ବର୍ତ୍ତାଅ ଓ ସେମାନଙ୍କୁ ବିଦେଶରେ ବନ୍ଦୀ କରି ଲୁଟିତ ହେବାକୁ ସମର୍ପଣ କର; Gade chapit la |