Biblia Todo Logo
Bib sou entènèt

- Piblisite -




ନିହିମୀୟା 4:8 - ପବିତ୍ର ବାଇବଲ

8 ଆଉ ସମସ୍ତେ ଯିରୁଶାଲମକୁ ଯାଇ ତହିଁ ବିରୁଦ୍ଧରେ ଯୁଦ୍ଧ କରିବାକୁ ଓ ତହିଁ ମଧ୍ୟରେ ଗଣ୍ତଗୋଳ ଉତ୍ପନ୍ନ କରିବାକୁ ଏକତ୍ର ଚକ୍ରାନ୍ତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଆଉ, ସେସମସ୍ତେ ଯିରୂଶାଲମକୁ ଯାଇ ତହିଁ ବିରୁଦ୍ଧରେ ଯୁଦ୍ଧ କରିବାକୁ ଓ ତହିଁ ମଧ୍ୟରେ ଗଣ୍ତଗୋଳ ଉତ୍ପନ୍ନ କରିବାକୁ ଏକତ୍ର ଚକ୍ରା; କଲେ।

Gade chapit la Kopi

ଓଡିଆ ବାଇବେଲ

8 ପୁଣି, ସେସମସ୍ତେ ଯିରୂଶାଲମକୁ ଯାଇ ତହିଁ ବିରୁଦ୍ଧରେ ଯୁଦ୍ଧ କରିବାକୁ ଓ ତହିଁ ମଧ୍ୟରେ ଗଣ୍ଡଗୋଳ କରିବାକୁ ଏକତ୍ର ଚକ୍ରାନ୍ତ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି, ସେସମସ୍ତେ ଯିରୂଶାଲମକୁ ଯାଇ ତହିଁ ବିରୁଦ୍ଧରେ ଯୁଦ୍ଧ କରିବାକୁ ଓ ତହିଁ ମଧ୍ୟରେ ଗଣ୍ଡଗୋଳ କରିବାକୁ ଏକତ୍ର ଚକ୍ରାନ୍ତ କଲେ।

Gade chapit la Kopi




ନିହିମୀୟା 4:8
11 Referans Kwoze  

ମୁଁ ବହୁବାର ଅପବାଦ ଶୁଣିଅଛି। ମୋର ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ଏପରିକି ମୋର ମିତ୍ରମାନେ ମଧ୍ୟ ମୋର ଦୋଷ ଦେଖନ୍ତି ଓ ଲୋକମାନେ ମୋର ତ୍ରୁଟିକୁ ଅପେକ୍ଷା କରନ୍ତି। ସେମାନେ ଅଭିଯୋଗ କରି କହନ୍ତି, “ଆମ୍ଭେମାନେ ଯିରିମିୟଙ୍କ ବିରୁଦ୍ଧରେ ମିଥ୍ୟା ଓ ମନ୍ଦକଥା କହିବା, ତୁମ୍ଭେମାନେ ମଧ୍ୟ ତାହା କହିବ। ତାହାହେଲେ ଆମ୍ଭେମାନେ ତାକୁ ପରାସ୍ତ କରିବା ଓ ତା’ ଉପରେ ପ୍ରତିଶୋଧ ନେଇପାରିବା।”


ମାତ୍ର ଯିରୁଶାଲମର ପ୍ରାଚୀରର ମରାମତି କାର୍ଯ୍ୟ ଅଗ୍ରସର ହେଉଅଛି ଓ ଗର୍ତ୍ତଗୁଡ଼ିକ ଭର୍ତ୍ତି ହେବା ପାଇଁ ଯାଉଅଛି, ଏହା ଶୁଣି ସ‌ନ୍‌ବଲ୍ଲଟ୍ ଓ ଟୋବିୟ, ପୁଣି ଆରବୀୟମାନେ ଓ ଅମ୍ମୋନୀୟମାନେ ଓ ଅ‌‌‌‌ସ୍‌‌‌‌ଦୋଦୀୟମାନେ ଅତିଶୟ ରାଗି ଗଲେ।


“ତେଣୁ ମୁଁ ତୁମ୍ଭମାନଙ୍କୁ କହିଲି, ‘ତ୍ରାସ କର ନାହିଁ କି ଭୟ କର ନାହିଁ।


ବଳବାନ ହୁଅ, ଏବଂ ସାହସର ସହିତ ଯୁଦ୍ଧ କର, ଆମ୍ଭର ପ୍ରଭୁଙ୍କ ସହର ପାଇଁ ଓ ଆମ୍ଭର ଲୋକମାନଙ୍କ ପାଇଁ ସଦାପ୍ରଭୁଙ୍କ ଆଖିରେ ଯାହା ଠିକ୍ ସେ ତାହା କରିବେ।”


“ଦୃଢ଼ ଓ ସାହସୀ ହୁଅ। ଅଶୂର ରାଜା ଅଥବା ତାଙ୍କ ସହିତ ଥିବା ବିଶାଳ ସୈନ୍ୟବାହିନୀ ବିଷୟରେ ଭୟ କର ନାହିଁ କିମ୍ବା ବ୍ୟସ୍ତ ହୁଅ ନହିଁ। ଅଶୂରର ରାଜାଙ୍କର ଶକ୍ତିଠାରୁ ଆମ୍ଭମାନଙ୍କ ସହିତ ଆହୁରି ମହାନ ଶକ୍ତି ଅଛି।


ତା'ପରେ ମୁଁ ଏହିପରି ପ୍ରାର୍ଥନା କଲି: “ହେ ସଦାପ୍ରଭୁ, ସ୍ୱର୍ଗର ପରମେଶ୍ୱର, ତୁମ୍ଭେ ମହାନ ଓ ଶକ୍ତିଶାଳୀ ପରମେଶ୍ୱର ଅଟ। ଯେଉଁମାନେ ତୁମ୍ଭକୁ ପ୍ରେମ କରନ୍ତି ଓ ତୁମ୍ଭର ଆଜ୍ଞା ସବୁ ପାଳନ କରନ୍ତି, ତୁମ୍ଭେ ତୁମ୍ଭର ଚୁକ୍ତି ରକ୍ଷା କର ଓ ସେମାନଙ୍କ ପ୍ରତି ଅନୁରକ୍ତ ରୁହ।


“ଏହା ଜାଣ ଏବଂ ଏହା ବୁଝ, ଆଦେଶ ହେବାଠାରୁ ଫେରାଇବାକୁ ଏବଂ ଯିରୁଶାଲମ ନିର୍ମିତ କର, ଯେପର୍ଯ୍ୟନ୍ତ ଗୋଟିଏ ଅଭିଷିକ୍ତ ରାଜକୁମାର ସାତ ସପ୍ତାହ ଓ ବାଷଠି ସପ୍ତାହରେ, ସହର ପୂର୍ଣ୍ଣ ନିର୍ମିତ ହେବ। କିନ୍ତୁ ଏହାର ମୁଖ୍ୟ ରାସ୍ତା ଓ କାନ୍ଥ, ଅସୁବିଧା ସମୟରେ ହେବ।


Swiv nou:

Piblisite


Piblisite