Biblia Todo Logo
Bib sou entènèt

- Piblisite -




ନିହିମୀୟା 4:9 - ପବିତ୍ର ବାଇବଲ

9 ମାତ୍ର ଆମ୍ଭେମାନେ ସେମାନଙ୍କ ସକାଶୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲୁ ଓ ଦିବାରାତ୍ରି ସେମାନଙ୍କ ବିରୁଦ୍ଧରେ ପ୍ରହରୀ ରଖିଲୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ମାତ୍ର ଆମ୍ଭେମାନେ ସେମାନଙ୍କ ସକାଶୁ ଆପଣାମାନଙ୍କ ପରମେଶ୍ଵରଙ୍କ ନିକଟରେ ପ୍ରାର୍ଥନା କଲୁ ଓ ଦିବାରାତ୍ର ସେମାନଙ୍କ ବିରୁଦ୍ଧରେ ପ୍ରହରୀ ରଖିଲୁ।

Gade chapit la Kopi

ଓଡିଆ ବାଇବେଲ

9 ମାତ୍ର ଆମ୍ଭେମାନେ ସେମାନଙ୍କ ସକାଶୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲୁ ଓ ଦିବାରାତ୍ର ସେମାନଙ୍କ ବିରୁଦ୍ଧରେ ପ୍ରହରୀ ରଖିଲୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ମାତ୍ର ଆମ୍ଭେମାନେ ସେମାନଙ୍କ ସକାଶୁ ଆପଣାମାନଙ୍କ ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲୁ ଓ ଦିବାରାତ୍ର ସେମାନଙ୍କ ବିରୁଦ୍ଧରେ ପ୍ରହରୀ ରଖିଲୁ।

Gade chapit la Kopi




ନିହିମୀୟା 4:9
15 Referans Kwoze  

ନିଜକୁ ସଂଯତ କର ଓ ସାବଧାନ ରୁହ। ଶୟତାନ ହେଉଛି ତୁମ୍ଭର ଶତ୍ରୁ। ସେ ଗର୍ଜନ କରୁଥିବା ସିଂହ ଭଳି କାହାକୁ ମାରି ଖାଇବା ପାଇଁ ଗ୍ଭରିଆଡ଼େ ଖୋଜି ବୁଲୁଛି।


ପରମେଶ୍ୱର କହନ୍ତି, “ତୁମ୍ଭେ ବିପଦରେ ପଡ଼ିଥିବା ବେଳେ ଆମ୍ଭକୁ ଡାକ, ଆମ୍ଭେ ତୁମ୍ଭକୁ ସାହାଯ୍ୟ କରିବୁ ଓ ତା'ପରେ ତୁମ୍ଭେ ଆମ୍ଭର ମହିମା କରିବ।”


ତେଣୁ ସଦାବେଳେ ପ୍ରସ୍ତୁତ ଥାଅ। ଯେଉଁସବୁ ଘଟଣା ଘଟିବାକୁ ଯାଉଅଛି, ସେଗୁଡ଼ିକ ମଧ୍ୟଦେଇ ନିରାପଦରେ ଗତି କରିବାକୁ ଶକ୍ତିଲାଭ ପାଇଁ ପ୍ରାର୍ଥନା କର। ତୁମ୍ଭେମାନେ ଆତ୍ମବିଶ୍ୱାସର ସହିତ ମନୁଷ୍ୟପୁତ୍ରଙ୍କ ଆଗରେ ଠିଆ ହୋଇ ପାରିବା ପାଇଁ ପ୍ରାର୍ଥନା କରା”


ତୁମ୍ଭେମାନେ ଜାଗି ରହି ପ୍ରାର୍ଥନା କର ଯେପରି ତୁମ୍ଭେମାନେ ପରୀକ୍ଷାରେ ନ ପଡ଼, ଯାହା ଠିକ୍ ତାହା କରିବାକୁ ତୁମ୍ଭମାନଙ୍କର ଆତ୍ମା ଗ୍ଭହୁଁଛି। କିନ୍ତୁ ତୁମ୍ଭମାନଙ୍କର ଦେହ ଦୁର୍ବଳ।”


ଏହା ପରେ ସେହି ମନୁଷ୍ୟଟି କହିଲେ, “ଆଉ ତୁମ୍ଭର ନାମ ଯାକୁବ ହେବ ନାହିଁ। ତୁମ୍ଭର ନାମ ଇସ୍ରାଏଲ ହେବ ଏବଂ ତୁମ୍ଭେ ସେହି ନାମରେ ପରିଚିତ ହେବ କାରଣ ତୁମ୍ଭେ ପରମେଶ୍ୱରଙ୍କ ସହିତ ଏବଂ ମନୁଷ୍ୟ ସହିତ ଯୁଦ୍ଧ କରି ଜୟଲାଭ କଲ।”


ପୁଣି ଆମ୍ଭମାନଙ୍କ ବିଷକ୍ଷମାନେ କହିଲେ, ‘ଆମ୍ଭେମାନେ ସେମାନଙ୍କ ମଧ୍ୟରେ ଉପସ୍ଥିତ ହୋଇ ସେମାନଙ୍କୁ ବଧ ଓ ସେମାନଙ୍କ କାର୍ଯ୍ୟ ବନ୍ଦ କରିବା ପର୍ଯ୍ୟନ୍ତ ସେମାନେ ଜାଣିବେ ନାହିଁ ଅବା ଦେଖିବେ ନାହିଁ।’”


ସେତେବେଳେ ଯିହୁଦା କହିଲା, ଭାରବାହକମାନଙ୍କର ବଳ କ୍ଷୀଣ ହୋଇଅଛି, “ଆଉ ସେଠାରେ ଏତେ ଧ୍ୱଂସାବଶେଷ ଅଛି, ଯେ ଆମ୍ଭେମାନେ ପ୍ରାଚୀର ମରାମତି କରିବାକୁ ସମର୍ଥ ନାହୁଁ।


ପରମେଶ୍ୱର ମନ୍ଦ ଓ ଚତୁର ଲୋକର କାମନାକୁ ବ୍ୟର୍ଥ କରନ୍ତି ଏବଂ ସେମାନଙ୍କୁ ସଫଳତା ଦିଅନ୍ତି ନାହିଁ।


ସଦାପ୍ରଭୁ ସମସ୍ତଙ୍କ ଉପଦେଶକୁ ବ୍ୟର୍ଥ କରି ପାରନ୍ତି। ସେ ସେମାନଙ୍କ ସମସ୍ତ ଯୋଜନାକୁ ବ୍ୟର୍ଥ କରି ପାରନ୍ତି।


ସଦାପ୍ରଭୁଙ୍କ ଚକ୍ଷୁ ଜ୍ଞାନପ୍ରାପ୍ତ ଲୋକକୁ ନଜର ରଖେ। ମାତ୍ର ବିଶ୍ୱାସଘାତକର ସେ ବିନାଶ କରନ୍ତି।


Swiv nou:

Piblisite


Piblisite