Biblia Todo Logo
Bib sou entènèt

- Piblisite -




ନିହିମୀୟା 5:14 - ପବିତ୍ର ବାଇବଲ

14 ମୁଁ ଯିହୁଦା ଦେଶରେ ସେମାନଙ୍କର ଅଧ୍ୟକ୍ଷ ପଦରେ ନିଯୁକ୍ତି ଥିବା ସମୟାବଧି ଅର୍ଥାତ୍ ଅର୍ତ୍ତକ୍ଷସ୍ତ ରାଜାର ଅଧିକାରର କୋଡ଼ିଏ ବର୍ଷଠାରୁ ବତିଶ୍ ବର୍ଷପର୍ଯ୍ୟନ୍ତ ସେହି ବାରବର୍ଷ ମୁଁ କିମ୍ବା ମୋର ଭାତୃଗଣ ଦେଶାଧ୍ୟକ୍ଷର ବୃତ୍ତି ଭୋଗ କଲୁ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଆହୁରି, ମୁଁ ଯିହୁଦା ଦେଶରେ ସେମାନଙ୍କର ଅଧ୍ୟକ୍ଷ ପଦରେ ନିଯୁକ୍ତ ଥିବା ସମୟଠାରୁ, ଅର୍ଥାତ୍, ଅର୍ତ୍ତକ୍ଷସ୍ତ ରାଜାର ଅଧିକାରର କୋଡ଼ିଏ ବର୍ଷଠାରୁ ବତିଶ ବର୍ଷ ପର୍ଯ୍ୟନ୍ତ ବାର ବର୍ଷ ମୁଁ ଓ ମୋʼ ଭ୍ରାତୃଗଣ ଦେଶାଧ୍ୟକ୍ଷର ବୃତ୍ତି ଭୋଗ କଲୁ ନାହିଁ।

Gade chapit la Kopi

ଓଡିଆ ବାଇବେଲ

14 ଆହୁରି, ମୁଁ ଯିହୁଦା ଦେଶରେ ସେମାନଙ୍କର ଅଧ୍ୟକ୍ଷ ପଦରେ ନିଯୁକ୍ତ ଥିବା ସମୟଠାରୁ, ଅର୍ଥାତ୍‍, ଅର୍ତ୍ତକ୍ଷସ୍ତ ରାଜାଙ୍କ ରାଜତ୍ଵର କୋଡ଼ିଏ ବର୍ଷଠାରୁ ବତିଶ ବର୍ଷ ପର୍ଯ୍ୟନ୍ତ ବାର ବର୍ଷ, ମୁଁ ଓ ମୋ’ ଭ୍ରାତୃଗଣ ଦେଶାଧ୍ୟକ୍ଷର ଖାଦ୍ୟ ଭୋଗ କଲୁ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଆହୁରି, ମୁଁ ଯିହୁଦା ଦେଶରେ ସେମାନଙ୍କର ଅଧ୍ୟକ୍ଷ ପଦରେ ନିଯୁକ୍ତ ଥିବା ସମୟଠାରୁ, ଅର୍ଥାତ୍‍, ଅର୍ତ୍ତକ୍ଷସ୍ତ ରାଜାଙ୍କ ରାଜତ୍ଵର କୋଡ଼ିଏ ବର୍ଷଠାରୁ ବତିଶ ବର୍ଷ ପର୍ଯ୍ୟନ୍ତ ବାର ବର୍ଷ, ମୁଁ ଓ ମୋʼ ଭ୍ରାତୃଗଣ ଦେଶାଧ୍ୟକ୍ଷର ଖାଦ୍ୟ ଭୋଗ କଲୁ ନାହିଁ।

Gade chapit la Kopi




ନିହିମୀୟା 5:14
9 Referans Kwoze  

ମୁଁ ଏସବୁ ସମୟରେ ଯିରୁଶାଲମରେ ନ ଥିଲି, କାରଣ ବାବିଲର ଅର୍ତ୍ତକ୍ଷସ୍ତ ରାଜାର ଅଧିକାରର ବତିଶ୍ ବର୍ଷରେ ମୁଁ ରାଜାଙ୍କ ନିକଟକୁ ଗଲି ଓ କେତେକ ଦିନ ପରେ ରାଜାଙ୍କୁ ବିଦାୟ ମାଗିଲି।


ଅର୍ତ୍ତକ୍ଷସ୍ତ ରାଜାଙ୍କର ଅଧିକାରର ବିଂଶତମ ବର୍ଷରେ ନିଶାନ ମାସରେ ଏହିପରି ଘଟିଥିଲା ଯେ, ରାଜାଙ୍କ ସମ୍ମୁଖରେ ଦ୍ରାକ୍ଷାରସ ଥିବା ବେଳେ ମୁଁ ସେହି ଦ୍ରାକ୍ଷାରସ ନେଇ ରାଜାଙ୍କୁ ଦେଲି। ଏହା ପୂର୍ବରୁ ମୁଁ ତାହାଙ୍କ ସାକ୍ଷାତରେ ଦୁଃଖିତ ହୋଇ ନ ଥିଲି।


ତା'ହେଲେ ମୋର ପୁରସ୍କାର କ’ଣ? ମୋର ପୁରସ୍କାର ଏହା ଯେ ସୁସମାଗ୍ଭର ପ୍ରଗ୍ଭର କଲାବେଳେ ମୁଁ ମୁକ୍ତ ଭାବରେ ସୁସମାଗ୍ଭରକୁ ଦେଇ ପାରିବି? ଏହିପରି ସୁସମାଗ୍ଭର ପ୍ରଗ୍ଭର ପାଇଁ ଯେଉଁ ପ୍ରାପ୍ୟ ମୋର ପାଇବା କଥା, ତାହା ମୁଁ ଦାବୀ କରେ ନାହିଁ।


ଏଗୁଡ଼ିକ ନିହିମିୟାଙ୍କର ବାକ୍ୟ ଅଟେ। ନିହିମିୟା ହଖଲିୟର ପୁତ୍ର ଥିଲେ। ବିଂଶତିତମ ବର୍ଷର କି‌ଶ୍‌ଲେବ୍ ମାସରେ ମୁଁ ଶୂଶ‌ନ୍‌ର ରାଜଧାନୀରେ ଥିଲି।


ଯେଉଁ ଗ୍ଭକରଟି ପାଞ୍ଚ ତୋଡ଼ା ରୂପାଟଙ୍କା ନେଇଥିଲା, ସେ ତୁରନ୍ତ ସେହି ଟଙ୍କାକୁ ବ୍ୟବସାୟରେ ଲଗାଇଦେଲା। ସେ ଆଉ ପାଞ୍ଚ ତୋଡ଼ା ରୂପାଟଙ୍କା ଲାଭକଲା।


Swiv nou:

Piblisite


Piblisite