ନିହିମୀୟା 5:3 - ପବିତ୍ର ବାଇବଲ3 ଅନ୍ୟ ଲୋକେ କହିଲେ, “ଏହା ଦୁର୍ଭିକ୍ଷ ସମୟ, ଆମ୍ଭଙ୍କୁ ଖାଦ୍ୟ ଦିଅ ଏବଂ ଆମ୍ଭମାନଙ୍କର ଜମି, ଦ୍ରାକ୍ଷାକ୍ଷେତ୍ର, ଗୃହ ଇତ୍ୟାଦି ବନ୍ଧକଭାବେ ଏକାଥରେ ନେଇଯାଅ।” Gade chapit laପବିତ୍ର ବାଇବଲ (Re-edited) - (BSI)3 ମଧ୍ୟ ଆଉ କେହି କେହି କହିଲେ, ଆମ୍ଭେମାନେ ଆପଣା ଆପଣା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଓ ଗୃହ ବନ୍ଧକ ରଖିଅଛୁ, ଆମ୍ଭମାନଙ୍କୁ ଶସ୍ୟ ମିଳୁ, କାରଣ ଏ ଦୁର୍ଭିକ୍ଷ ସମୟ। Gade chapit laଓଡିଆ ବାଇବେଲ3 ମଧ୍ୟ ଆଉ କେହି କେହି କହିଲେ, “ଆମ୍ଭେମାନେ ଆପଣା ଆପଣା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଓ ଗୃହ ବନ୍ଧକ ରଖିଅଛୁ, ଯେପରି ଦୁର୍ଭିକ୍ଷ ସମୟରେ ଆମ୍ଭମାନଙ୍କୁ ଶସ୍ୟ ମିଳୁ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ମଧ୍ୟ ଆଉ କେହି କେହି କହିଲେ, “ଆମ୍ଭେମାନେ ଆପଣା ଆପଣା ଶସ୍ୟକ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଓ ଗୃହ ବନ୍ଧକ ରଖିଅଛୁ, ଯେପରି ଦୁର୍ଭିକ୍ଷ ସମୟରେ ଆମ୍ଭମାନଙ୍କୁ ଶସ୍ୟ ମିଳୁ।” Gade chapit la |