ନିହିମୀୟା 6:13 - ପବିତ୍ର ବାଇବଲ
13 ଏହି ଉଦ୍ଦେଶ୍ୟ ପାଇଁ ତାକୁ ଭଡ଼ାରେ ଅଣା ଯାଇଥିଲା, ଯାହା ଫଳରେ ମୁଁ ଭୟରେ ଏହା କରି ପାପ କରିବି ଏବଂ ତା'ପରେ ସେମାନେ ମୋର ନାମକୁ ଦୁର୍ନାମ ଓ ପରିହାସ କରିବା ପାଇଁ କାରଣ ପାଇବେ।
Gade chapit la Kopi
13 ମୁଁ ଯେପରି ଭୀତ ହେବି ଓ ସେହି କର୍ମ କରି ପାପ କରିବି, ପୁଣି ସେମାନେ ଯେପରି ମୋତେ ଧିକ୍କାର କରିବା ପାଇଁ ମୋହର ଦୁର୍ନାମର କାରଣ ପାଇବେ, ଏହି ଅଭିପ୍ରାୟରେ ତାହାକୁ ବେତନ ଦିଆ ଯାଇଥିଲା।
Gade chapit la Kopi
13 ମୁଁ ଯେପରି ଭୀତ ହେବି ଓ ସେହି କର୍ମ କରି ପାପ କରିବି, ପୁଣି ସେମାନେ ଯେପରି ମୋତେ ତିରସ୍କାର କରିବା ପାଇଁ ମୋହର ଦୁର୍ନାମର କାରଣ ପାଇବେ, ଏହି ଅଭିପ୍ରାୟରେ ତାହାକୁ ବେତନ ଦିଆ ଯାଇଥିଲା।
Gade chapit la Kopi
13 ମୁଁ ଯେପରି ଭୀତ ହେବି ଓ ସେହି କର୍ମ କରି ପାପ କରିବି, ପୁଣି ସେମାନେ ଯେପରି ମୋତେ ତିରସ୍କାର କରିବା ପାଇଁ ମୋହର ଦୁର୍ନାମର କାରଣ ପାଇବେ, ଏହି ଅଭିପ୍ରାୟରେ ତାହାକୁ ବେତନ ଦିଆଯାଇଥିଲା।
Gade chapit la Kopi