ନିହିମୀୟା 6:2 - ପବିତ୍ର ବାଇବଲ2 ସେତେବେଳେ ସନ୍ବଲ୍ଲଟ୍ ଓ ଗେଶମ ମୋ’ ନିକଟକୁ ଲୋକ ପଠାଇ କହିଲେ, “ଆସ ଆମ୍ଭେମାନେ ଓନୋ ପଦାସ୍ଥିତ କୌଣସି ଏକ ଗ୍ରାମରେ ସାକ୍ଷାତ କରିବା।” ମାତ୍ର ସେମାନେ ମୋର ହିଂସା କରିବାକୁ ବିଗ୍ଭର କରିଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)2 ସେତେବେଳେ ସନ୍ବଲ୍ଲଟ୍ ଓ ଗେଶମ୍ ମୋʼ କତିକି ଲୋକ ପଠାଇ କହିଲେ, ଆସ, ଆମ୍ଭେମାନେ ଓନୋ ପଦାସ୍ଥିତ କୌଣସି ଏକ ଗ୍ରାମରେ ଏକତ୍ରିତ ହେଉ। ମାତ୍ର ସେମାନେ ମୋହର ଅନିଷ୍ଟ କରିବାକୁ ବିଚାର କରିଥିଲେ। Gade chapit laଓଡିଆ ବାଇବେଲ2 ସେତେବେଳେ ସନ୍ବଲ୍ଲଟ୍ ଓ ଗେଶମ୍ ମୋ’ ନିକଟକୁ ଲୋକ ପଠାଇ କହିଲେ, “ଆସ, ଆମ୍ଭେମାନେ ଓନୋ ପଦାସ୍ଥିତ କୌଣସି ଏକ ଗ୍ରାମରେ ଏକତ୍ରିତ ହେଉ।” ମାତ୍ର ସେମାନେ ମୋହର ଅନିଷ୍ଟ କରିବାକୁ ବିଚାର କରିଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେତେବେଳେ ସନ୍ବଲ୍ଲଟ୍ ଓ ଗେଶମ୍ ମୋʼ ନିକଟକୁ ଲୋକ ପଠାଇ କହିଲେ, “ଆସ, ଆମ୍ଭେମାନେ ଓନୋ ପଦାସ୍ଥିତ କୌଣସି ଏକ ଗ୍ରାମରେ ଏକତ୍ରିତ ହେଉ।” ମାତ୍ର ସେମାନେ ମୋହର ଅନିଷ୍ଟ କରିବାକୁ ବିଚାର କରିଥିଲେ। Gade chapit la |
ଏହା ପରେ ମୁଁ ଭାବିଲି, “କାହିଁକି ଲୋକମାନେ କଠିନ ପରିଶ୍ରମ କରନ୍ତି?” ମୁଁ ଦେଖିଲି ଲୋକମାନେ ଜୀବନରେ ଉପରକୁ ଉଠିବା ପାଇଁ ଓ ଅନ୍ୟମାନଙ୍କଠାରୁ ଭଲ ରହିବା ପାଇଁ କଠିନ ପରିଶ୍ରମ କରନ୍ତି। କାରଣ, ଲୋକମାନେ ଈର୍ଷାଳୁ ଅଟନ୍ତି ଏବଂ ସେମାନେ କେବେ ଗ୍ଭହାନ୍ତି ନାହିଁ ଯେ, ଅନ୍ୟମାନେ ତା'ଠାରୁ ଅଧିକ ପାଆନ୍ତୁ। ଏହା ଅସାର ଅଟେ। ଏହା ପବନକୁ ଧରିବା ପାଇଁ ଚେଷ୍ଟା କରିବା ତୁଲ୍ୟ ଅଟେ।