Biblia Todo Logo
Bib sou entènèt

- Piblisite -




ନିହିମୀୟା 6:3 - ପବିତ୍ର ବାଇବଲ

3 ଏଥିରେ ମୁଁ ସେମାନଙ୍କ ନିକଟକୁ ଦୂତଗଣ ପଠାଇ କହିଲି, “ମୁଁ ଏକ ଗୁରୁତ୍ୱପୂର୍ଣ୍ଣ କର୍ମ କରୁଅଛି। ଏଥିପାଇଁ ମୁଁ ଆସି ପାରିବି ନାହିଁ। ତୁମ୍ଭ ପାଖକୁ ଆସିବାକୁ ଓ ସାକ୍ଷାତ କରିବାକୁ ମୁଁ ସେହି କାର୍ଯ୍ୟ ବନ୍ଦ କରି ପାରିବି ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଏଥିରେ ମୁଁ ସେମାନଙ୍କ ନିକଟକୁ ଦୂତଗଣ ପଠାଇ କହିଲି, ମୁଁ ଏକ ମହତ କର୍ମ କରୁଅଛି, ଏଥିପାଇଁ ଓହ୍ଲାଇ ଆସି ନ ପାରେ; କାର୍ଯ୍ୟ ଛାଡ଼ି ତୁମ୍ଭମାନଙ୍କ ନିକଟକୁ ଓହ୍ଲାଇ ଯାଇ କାହିଁକି କାର୍ଯ୍ୟ ବନ୍ଦ କରିବି?

Gade chapit la Kopi

ଓଡିଆ ବାଇବେଲ

3 ଏଥିରେ ମୁଁ ସେମାନଙ୍କ ନିକଟକୁ ଦୂତଗଣ ପଠାଇ କହିଲି, “ମୁଁ ଏକ ମହତ୍ କର୍ମ କରୁଅଛି, ଏଥିପାଇଁ ଓହ୍ଲାଇ ଆସି ନ ପାରେ; ତୁମ୍ଭମାନଙ୍କ ନିକଟକୁ ଓହ୍ଲାଇ ଯାଇ କାହିଁକି କାର୍ଯ୍ୟ ବନ୍ଦ କରିବି ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏଥିରେ ମୁଁ ସେମାନଙ୍କ ନିକଟକୁ ଦୂତଗଣ ପଠାଇ କହିଲି, “ମୁଁ ଏକ ମହତ୍ କର୍ମ କରୁଅଛି, ଏଥିପାଇଁ ଓହ୍ଲାଇ ଆସି ନ ପାରେ; ତୁମ୍ଭମାନଙ୍କ ନିକଟକୁ ଓହ୍ଲାଇ ଯାଇ କାହିଁକି କାର୍ଯ୍ୟ ବନ୍ଦ କରିବି?”

Gade chapit la Kopi




ନିହିମୀୟା 6:3
9 Referans Kwoze  

ଦିନ ଥାଉ ଥାଉ ମୋର ପ୍ରେରଣକର୍ତ୍ତାଙ୍କ କାର୍ଯ୍ୟ ଆମ୍ଭେ ଅବିରତ କରିବା ଉଚିତ୍। କାରଣ ରାତି ଆସୁଅଛି। ରାତିରେ କେହି କାର୍ଯ୍ୟ କରି ପାରିବେ ନାହିଁ।


“ସାବଧାନ, ଗଧିଆମାନଙ୍କ ଭିତରେ ମେଷମାନଙ୍କୁ ଛାଡ଼ିବା ଭଳି ମୁଁ ତୁମ୍ଭମାନଙ୍କୁ ବାହାରକୁ ପଠାଉଛି। ତୁମ୍ଭେ ସାପ ଭଳି ଚତୁର ହୁଅ, କପୋତ ଭଳି ନିରୀହ ହୁଅ।


ସେମାନେ କହିବେ, ‘ଏ ଲୋକଟା କୋଠା ଆରମ୍ଭ କରିଦେଲା, କିନ୍ତୁ ଶେଷ କରି ପାରିଲା ନାହିଁ।’


ନିର୍ବୋଧ ଯାହାସବୁ ଶୁଣେ, ବିଶ୍ୱାସ କରେ, ମାତ୍ର ଜ୍ଞାନୀମାନେ ପ୍ରତ୍ୟେକ କଥାକୁ ଅନୁଶୀଳନ କରନ୍ତି।


ତୁମ୍ଭେ କୌଣସି କାର୍ଯ୍ୟ କର, ତାହା ଆପଣା ସମସ୍ତ ଶକ୍ତି ସହିତ କର। କାରଣ ତୁମ୍ଭେ ଯେଉଁ କବରକୁ ଯାଉଅଛ, ସେଠାରେ କିଛି କାର୍ଯ୍ୟ, ଯୋଜନା, ବୁଦ୍ଧି, ଜ୍ଞାନ ନାହିଁ।


ସେତେବେଳେ ସ‌ନ୍‌ବଲ୍ଲଟ୍ ଓ ଗେଶମ ମୋ’ ନିକଟକୁ ଲୋକ ପଠାଇ କହିଲେ, “ଆସ ଆମ୍ଭେମାନେ ଓନୋ ପଦାସ୍ଥିତ କୌଣସି ଏକ ଗ୍ରାମରେ ସାକ୍ଷାତ କରିବା।” ମାତ୍ର ସେମାନେ ମୋର ହିଂସା କରିବାକୁ ବିଗ୍ଭର କରିଥିଲେ।


ସେମାନେ ସେହି ସମବାର୍ତ୍ତା ମୋ’ ପାଖକୁ ଗ୍ଭରି ଥର ପଠାଇଲେ। ମୁଁ ସେମାନଙ୍କୁ ସେହି ପ୍ରକାର ଉତ୍ତର ଦେଲି।


ଏଣୁ ମୁଁ ପ୍ରାଚୀର ପଛଆଡ଼େ ନୀଚସ୍ଥ ମେଲା ସ୍ଥାନରେ ଲୋକମାନଙ୍କୁ ସେମାନଙ୍କ ପରିବାର ଅନୁସାରେ ସେମାନଙ୍କୁ ‌‌ଖ‌ଡ଼୍‌ଗ ଓ ବର୍ଚ୍ଛା ଓ ଧନୁ ସହିତ ନିଯୁକ୍ତ କଲି।


Swiv nou:

Piblisite


Piblisite