Biblia Todo Logo
Bib sou entènèt

- Piblisite -




ନିହିମୀୟା 6:5 - ପବିତ୍ର ବାଇବଲ

5 ଏହା ପରେ ସ‌ନ୍‌ବଲ୍ଲଟ୍ ଆପଣା ଦାସ ହାତରେ ଖଣ୍ଡେ ଚିଠିଦେଇ ପଞ୍ଚମ ଥର ସେହି ସମବାର୍ତ୍ତା ପଠାଇଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଏଉତ୍ତାରେ ସନ୍ବଲ୍ଲଟ୍ ଆପଣା ଦାସ ହାତରେ ଖଣ୍ତେ ଖୋଲା ଚିଠି ଦେଇ ପଞ୍ଚମ ଥର ସେହି ପ୍ରକାରେ ମୋʼ ନିକଟକୁ ପଠାଇଲା।

Gade chapit la Kopi

ଓଡିଆ ବାଇବେଲ

5 ଏହାପରେ ସନ୍‍ବଲ୍ଲଟ୍‍ ଆପଣା ଦାସ ହାତରେ ଖଣ୍ଡେ ଖୋଲା ଚିଠି ଦେଇ ପଞ୍ଚମ ଥର ସେହି ପ୍ରକାରେ ମୋ’ ନିକଟକୁ ପଠାଇଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏହାପରେ ସନ୍‍ବଲ୍ଲଟ୍‍ ଆପଣା ଦାସ ହାତରେ ଖଣ୍ଡେ ଖୋଲା ଚିଠି ଦେଇ ପଞ୍ଚମ ଥର ସେହି ପ୍ରକାରେ ମୋʼ ନିକଟକୁ ପଠାଇଲା।

Gade chapit la Kopi




ନିହିମୀୟା 6:5
7 Referans Kwoze  

ଯେଉଁ ଲୋକମାନେ ହଜିଯାଇଛନ୍ତି, ସେମାନଙ୍କୁ ଠକିବାକୁ ଏହି ମନ୍ଦବ୍ୟକ୍ତି ପ୍ରତ୍ୟେକ ପ୍ରକାରର ମନ୍ଦ ଫାନ୍ଦ ସୃଷ୍ଟି କରିବ। କାରଣ ସେମାନେ ସତ୍ୟକୁ ଭଲ ପାଇବା ପାଇଁ ଅସ୍ୱୀକାର କଲେ, ଯାହା ଦ୍ୱାର ସେମାନେ ଉଦ୍ଧାର ପାଇଥା’ନ୍ତେ।


ପରମେଶ୍ୱରଙ୍କର ଆତ୍ମରକ୍ଷଣ ଅସ୍ତ୍ର ପିନ୍ଧ। ଏହା ପିନ୍ଧିବା ଦ୍ୱାରା ତୁମ୍ଭେ ଶୟତାନର ମନ୍ଦ ଚତୁରତା ବିରୁଦ୍ଧରେ ସଂଘର୍ଷ କରି ପାରିବ।


ଏପରି କରିବା ଉଦ୍ଦେଶ୍ୟ ଯେ, ଶୟତାନ ଆମଠାରୁ ବିଜୟ ନ ହେଉ। ଆମ୍ଭେ ଶୟତାନର ଯୋଜନାଗୁଡ଼ିକ ବିଷୟରେ ଅତି ଭଲ ଭାବରେ ଜାଣୁ।


ସେମାନେ ସେହି ସମବାର୍ତ୍ତା ମୋ’ ପାଖକୁ ଗ୍ଭରି ଥର ପଠାଇଲେ। ମୁଁ ସେମାନଙ୍କୁ ସେହି ପ୍ରକାର ଉତ୍ତର ଦେଲି।


ସେଥିରେ ଏହିପରି ଲେଖା ଯାଇଥିଲା, “ଗୋଷ୍ଠୀୟମାନଙ୍କ ମଧ୍ୟରେ ଏହି ଜନରବ ହୋଇଅଛି। ମଧ୍ୟ ଗଶୁମୁ ଏହା କହୁଅଛି ଯେ ତୁମ୍ଭେ ଓ ଯିହୁଦୀୟମାନେ ରାଜଦ୍ରୋହ କରିବାକୁ ବିଗ୍ଭର କରୁଅଛ। ତେଣୁ ତୁମ୍ଭେ ପ୍ରାଚୀର ନିର୍ମାଣ କରୁଅଛ। ଏହି ଜନରବ ଅନୁସାରେ ତୁମ୍ଭେ ସେମାନଙ୍କର ରାଜା ହେବାକୁ ଇଚ୍ଛା କରୁଅଛ।


Swiv nou:

Piblisite


Piblisite