ନିହିମୀୟା 6:6 - ପବିତ୍ର ବାଇବଲ6 ସେଥିରେ ଏହିପରି ଲେଖା ଯାଇଥିଲା, “ଗୋଷ୍ଠୀୟମାନଙ୍କ ମଧ୍ୟରେ ଏହି ଜନରବ ହୋଇଅଛି। ମଧ୍ୟ ଗଶୁମୁ ଏହା କହୁଅଛି ଯେ ତୁମ୍ଭେ ଓ ଯିହୁଦୀୟମାନେ ରାଜଦ୍ରୋହ କରିବାକୁ ବିଗ୍ଭର କରୁଅଛ। ତେଣୁ ତୁମ୍ଭେ ପ୍ରାଚୀର ନିର୍ମାଣ କରୁଅଛ। ଏହି ଜନରବ ଅନୁସାରେ ତୁମ୍ଭେ ସେମାନଙ୍କର ରାଜା ହେବାକୁ ଇଚ୍ଛା କରୁଅଛ। Gade chapit laପବିତ୍ର ବାଇବଲ (Re-edited) - (BSI)6 ତହିଁରେ ଏହା ଲେଖାଥିଲା, ଗୋଷ୍ଠୀୟମାନଙ୍କ ମଧ୍ୟରେ ଏହି ଜନରବ ହୋଇଅଛି, ମଧ୍ୟ ଗଶ୍ମୁ ଏହା କହୁଅଛି ଯେ, ତୁମ୍ଭେ ଓ ଯିହୁଦୀୟମାନେ ରାଜଦ୍ରୋହ କରିବାକୁ ବିଚାର କରୁଅଛ; ତହିଁ ନିମନ୍ତେ ତୁମ୍ଭେ ପ୍ରାଚୀର ନିର୍ମାଣ କରୁଅଛ; ଏହି ଜନରବ ଅନୁସାରେ ତୁମ୍ଭେ ସେମାନଙ୍କର ରାଜା ହେବାକୁ ଇଚ୍ଛା କରୁଅଛ। Gade chapit laଓଡିଆ ବାଇବେଲ6 ତହିଁରେ ଏହା ଲେଖାଥିଲା, “ଗୋଷ୍ଠୀୟମାନଙ୍କ ମଧ୍ୟରେ ଏହି ଜନରବ ହୋଇଅଛି, ମଧ୍ୟ ଗେଶମ୍ ଏହା କହୁଅଛି ଯେ, ତୁମ୍ଭେ ଓ ଯିହୁଦୀୟମାନେ ରାଜଦ୍ରୋହ କରିବାକୁ ବିଚାର କରୁଅଛ; ତହିଁ ନିମନ୍ତେ ତୁମ୍ଭେ ପ୍ରାଚୀର ନିର୍ମାଣ କରୁଅଛ; ଏହି ଜନରବ ଅନୁସାରେ ତୁମ୍ଭେ ସେମାନଙ୍କର ରାଜା ହେବାକୁ ଇଚ୍ଛା କରୁଅଛ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହିଁରେ ଏହା ଲେଖାଥିଲା, “ଗୋଷ୍ଠୀୟମାନଙ୍କ ମଧ୍ୟରେ ଏହି ଜନରବ ହୋଇଅଛି, ମଧ୍ୟ ଗେଶମ୍ ଏହା କହୁଅଛି ଯେ, ତୁମ୍ଭେ ଓ ଯିହୁଦୀୟମାନେ ରାଜଦ୍ରୋହ କରିବାକୁ ବିଚାର କରୁଅଛ; ତହିଁ ନିମନ୍ତେ ତୁମ୍ଭେ ପ୍ରାଚୀର ନିର୍ମାଣ କରୁଅଛ; ଏହି ଜନରବ ଅନୁସାରେ ତୁମ୍ଭେ ସେମାନଙ୍କର ରାଜା ହେବାକୁ ଇଚ୍ଛା କରୁଅଛ। Gade chapit la |
କିନ୍ତୁ ତୁମ୍ଭେ ସେମାନଙ୍କୁ ଭଦ୍ର ଭାବରେ ଓ ନମ୍ର ଭାବରେ ବୁଝାଅ। ତୁମ୍ଭେ ସବୁବେଳେ ଅନୁଭବ କରିବା ଉଚିତ୍ ଯେ, ତୁମ୍ଭେ ଠିକ୍ କାମ କରୁଛ। ଏପରି କଲେ, ଯେଉଁମାନେ ତୁମ୍ଭ ବିରୁଦ୍ଧରେ ମନ୍ଦ କଥା କହୁଛନ୍ତି, ସେମାନେ ଲଜ୍ଜିତ ହେବେ। ତୁମ୍ଭେ ଖ୍ରୀଷ୍ଟଙ୍କଠାରେ ଥାଇ ଉତ୍ତମ ଜୀବନ କାଟୁଥିବାରୁ ସେମାନେ ମନ୍ଦ କଥାଗୁଡ଼ିକ କୁହନ୍ତି। ସେମାନେ ତୁମ୍ଭ ବିଷୟରେ ମନ୍ଦ କଥା କହିଥିବା ହେତୁ ଲଜ୍ଜିତ ହେବେ।
ମୁଁ ବହୁବାର ଅପବାଦ ଶୁଣିଅଛି। ମୋର ଚତୁର୍ଦ୍ଦିଗରେ ଆଶଙ୍କା ଅଛି। ଏପରିକି ମୋର ମିତ୍ରମାନେ ମଧ୍ୟ ମୋର ଦୋଷ ଦେଖନ୍ତି ଓ ଲୋକମାନେ ମୋର ତ୍ରୁଟିକୁ ଅପେକ୍ଷା କରନ୍ତି। ସେମାନେ ଅଭିଯୋଗ କରି କହନ୍ତି, “ଆମ୍ଭେମାନେ ଯିରିମିୟଙ୍କ ବିରୁଦ୍ଧରେ ମିଥ୍ୟା ଓ ମନ୍ଦକଥା କହିବା, ତୁମ୍ଭେମାନେ ମଧ୍ୟ ତାହା କହିବ। ତାହାହେଲେ ଆମ୍ଭେମାନେ ତାକୁ ପରାସ୍ତ କରିବା ଓ ତା’ ଉପରେ ପ୍ରତିଶୋଧ ନେଇପାରିବା।”