ନିହିମୀୟା 6:7 - ପବିତ୍ର ବାଇବଲ
7 ‘ଯିହୁଦାରେ ଏକ ରାଜା ଅଛନ୍ତି!’ ବୋଲି ଆପଣା ବିଷୟ ଯିରୁଶାଲମରେ ଘୋଷଣା କରିବା ପାଇଁ ତୁମ୍ଭେ ଭବିଷ୍ୟଦ୍ବକ୍ତାମାନଙ୍କୁ ନିଯୁକ୍ତି କରିଅଛ। “ଏହି ଜନରବ ରାଜାଙ୍କ ନିକଟରେ ଉପସ୍ଥିତ ହେବ। ଏଣୁ ଏବେ ଆସ ଆମ୍ଭେମାନେ ଏକତ୍ର ମନ୍ତ୍ରଣା କରିବା।”
Gade chapit la Kopi
7 ଆହୁରି, ଯିହୁଦାରେ ଏକ ରାଜା ଅଛନ୍ତି ବୋଲି ଆପଣା ବିଷୟ ଯିରୂଶାଲମରେ ଘୋଷଣା କରିବା ପାଇଁ ତୁମ୍ଭେ ଭବିଷ୍ୟଦ୍ବକ୍ତାମାନଙ୍କୁ ନିଯୁକ୍ତ କରିଅଛ; ଏହି ଜନରବ ରାଜାଙ୍କ ନିକଟରେ ଉପସ୍ଥିତ ହେବ। ଏହେତୁ ଏବେ ଆସ, ଆମ୍ଭେମାନେ ଏକତ୍ର ମନ୍ତ୍ରଣା କରୁ।
Gade chapit la Kopi
7 ଆହୁରି, ଯିହୁଦାରେ ଏକ ରାଜା ଅଛନ୍ତି ବୋଲି ଆପଣା ବିଷୟ ଯିରୂଶାଲମରେ ଘୋଷଣା କରିବା ପାଇଁ ତୁମ୍ଭେ ଭବିଷ୍ୟଦ୍ବକ୍ତାମାନଙ୍କୁ ନିଯୁକ୍ତ କରିଅଛ; ଏହି ଜନରବ ରାଜାଙ୍କ ନିକଟରେ ଉପସ୍ଥିତ ହେବ। ଏହେତୁ ଏବେ ଆସ, ଆମ୍ଭେମାନେ ଏକତ୍ର ମନ୍ତ୍ରଣା କରୁ।”