ନିହିମୀୟା 6:8 - ପବିତ୍ର ବାଇବଲ8 ତେଣୁ ମୁଁ ତାହା ନିକଟକୁ କହି ପଠାଇଲି, “ତୁମ୍ଭେ ଯାହା କରୁଅଛ, ସେପରି କୌଣସି କାର୍ଯ୍ୟ କରାଯାଉ ନାହିଁ, ତୁମ୍ଭେ କେବଳ ଆପଣା ମନରୁ ତାହା ସବୁ କଳ୍ପନା କରୁଅଛ।” Gade chapit laପବିତ୍ର ବାଇବଲ (Re-edited) - (BSI)8 ତହୁଁ ମୁଁ ତାହା ନିକଟକୁ କହି ପଠାଇଲି, ତୁମ୍ଭେ ଯାହା କହୁଅଛ,ସେପରି କୌଣସି କାର୍ଯ୍ୟ କରାଯାଉ ନାହିଁ; ତୁମ୍ଭେ କେବଳ ଆପଣା ମନରୁ ତାହାସବୁ କଳ୍ପନା କରୁଅଛ। Gade chapit laଓଡିଆ ବାଇବେଲ8 ତହୁଁ ମୁଁ ତାହା ନିକଟକୁ କହି ପଠାଇଲି, “ତୁମ୍ଭେ ଯାହା କହୁଅଛ, ସେପରି କୌଣସି କାର୍ଯ୍ୟ କରାଯାଉ ନାହିଁ; ତୁମ୍ଭେ କେବଳ ଆପଣା ମନରୁ ତାହାସବୁ କଳ୍ପନା କରୁଅଛ।” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତହୁଁ ମୁଁ ତାହା ନିକଟକୁ କହି ପଠାଇଲି, “ତୁମ୍ଭେ ଯାହା କହୁଅଛ, ସେପରି କୌଣସି କାର୍ଯ୍ୟ କରାଯାଉ ନାହିଁ; ତୁମ୍ଭେ କେବଳ ଆପଣା ମନରୁ ତାହାସବୁ କଳ୍ପନା କରୁଅଛ। Gade chapit la |