ନିହିମୀୟା 7:2 - ପବିତ୍ର ବାଇବଲ2 ଏହା ପରେ ମୁଁ ମୋର ଭାଇ ହନାନିକୁ ଓ ଦୁର୍ଗର ଶାସନକର୍ତ୍ତା ହନାନିୟକୁ ଯିରୁଶାଲମ ଉପରେ ନିଯୁକ୍ତ କଲି କାରଣ ହନାନିୟ ବିଶ୍ୱସ୍ତ ଲୋକ ଥିଲା, ଆଉ ସେ ଅନ୍ୟ ଲୋକମାନଙ୍କ ଅପେକ୍ଷା ପରମେଶ୍ୱରଙ୍କୁ ଭୟ କରୁଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)2 ତହୁଁ ମୁଁ ଆପଣା ଭ୍ରାତା ହନାନିକି ଓ ଦୁର୍ଗର ଶାସନକର୍ତ୍ତା ହନାନୀୟକୁ ଯିରୂଶାଲମ ଉପରେ ନିଯୁକ୍ତ କଲି; କାରଣ ହନାନୀୟ ବିଶ୍ଵସ୍ତ ଲୋକ ଥିଲା ଓ ସେ ଅନେକଙ୍କ ଅପେକ୍ଷା ପରମେଶ୍ଵରଙ୍କୁ ଭୟ କଲା। Gade chapit laଓଡିଆ ବାଇବେଲ2 ତହୁଁ ମୁଁ ଆପଣା ଭ୍ରାତା ହନାନିକୁ ଓ ଦୁର୍ଗର ଶାସନକର୍ତ୍ତା ହନାନୀୟକୁ ଯିରୂଶାଲମ ଉପରେ ନିଯୁକ୍ତ କଲି; କାରଣ ହନାନୀୟ ବିଶ୍ୱସ୍ତ ଲୋକ ଥିଲା ଓ ସେ ଅନେକଙ୍କ ଅପେକ୍ଷା ପରମେଶ୍ୱରଙ୍କୁ ଭୟ କରୁଥିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହୁଁ ମୁଁ ଆପଣା ଭ୍ରାତା ହନାନିକୁ ଓ ଦୁର୍ଗର ଶାସନକର୍ତ୍ତା ହନାନୀୟକୁ ଯିରୂଶାଲମ ଉପରେ ନିଯୁକ୍ତ କଲି; କାରଣ ହନାନୀୟ ବିଶ୍ୱସ୍ତ ଲୋକ ଥିଲା ଓ ସେ ଅନେକଙ୍କ ଅପେକ୍ଷା ପରମେଶ୍ୱରଙ୍କୁ ଭୟ କରୁଥିଲା। Gade chapit la |
ଆଉ ମୁଁ ହନାନିକୁ ଓ ହନାନିୟକୁ କହିଲି, “ଦିନରେ ସୂର୍ଯ୍ୟ ପ୍ରଚଣ୍ତ ନ ହେବା ପର୍ଯ୍ୟନ୍ତ ଯେପରି ଫାଟକ ନ ଖୋଲା ଯାଏ, ଆଉ ଲୋକମାନେ ପ୍ରହରୀ କର୍ମରେ ଠିଆ ହେବା ବେଳେ ସୂର୍ଯ୍ୟାସ୍ତ ସମୟରେ ଦ୍ୱାରସବୁ ବନ୍ଦ କରନ୍ତୁ। ପୁଣି ତୁମ୍ଭେମାନେ ଯିରୁଶାଲମ ନିବାସୀମାନଙ୍କୁ ପ୍ରହରୀ କରି ନିଯୁକ୍ତ କର। କେତେକ ପ୍ରହରୀ ସେମାନଙ୍କ ଶିବିରରେ ଛିଡ଼ା ହୁଅନ୍ତୁ ଓ ଅନ୍ୟ ପ୍ରହରୀମାନେ ନିଜ ଗୃହର ସମ୍ମୁଖରେ ରହନ୍ତୁ।”