Biblia Todo Logo
Bib sou entènèt

- Piblisite -




ନିହିମୀୟା 7:39 - ପବିତ୍ର ବାଇବଲ

39 ଯାଜକଗଣ: ଯେଉଁମାନେ ଯିଦୟିୟର ଭବିଷ୍ୟଦ୍ ବଂଶଧର ଓ ଯେଶୂୟ ପରିବାରର ସଭ୍ୟ 973 ଜଣ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

39 ଯାଜକମାନଙ୍କର ସଂଖ୍ୟା; ଯେଶୂୟ ବଂଶୀୟ ଯିଦୟୀୟର ସନ୍ତାନ ନଅ ଶହ ତେସ୍ତରି ଜଣ।

Gade chapit la Kopi

ଓଡିଆ ବାଇବେଲ

39 ଯାଜକମାନଙ୍କର ସଂଖ୍ୟା; ଯେଶୂୟ ବଂଶୀୟ ଯିଦୟୀୟର ସନ୍ତାନ ନଅ ଶହ ତେସ୍ତରି ଜଣ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ଯାଜକମାନଙ୍କର ସଂଖ୍ୟା; ଯେଶୂୟ ବଂଶୀୟ ଯିଦୟୀୟର ସନ୍ତାନ ନଅ ଶହ ତେସ୍ତରି ଜଣ।

Gade chapit la Kopi




ନିହିମୀୟା 7:39
5 Referans Kwoze  

ଯିଦୟିୟର ଯାଜକମାନଙ୍କର ସଂଖ୍ୟା- ଯେଶୂୟ ପରିବାରରୁ 973 ଜଣ।


ସନାୟ ସହରରୁ 3,930 ଜଣ।


ଇମ୍ମେରର ବଂଶଧର 1,052 ଜଣ।


ପ୍ରଦେଶର ଏହି ପ୍ରଧାନବର୍ଗ ଯିରୁଶାଲମରେ ବାସ କଲେ। କିନ୍ତୁ ଯିହୁଦାର ଏବଂ ଇସ୍ରାଏଲର ଅନ୍ୟ ନଗରରେ ଲୋକମାନେ, ଯାଜକମାନେ, ଲେବୀୟମାନେ, ନଥୀନୀୟମାନେ ଓ ଶଲୋମନଙ୍କର ଦାସଗଣର ସନ୍ତାନମାନେ ପ୍ରତ୍ୟେକ ନିଜ ନିଜ ନଗରରେ ବାସ କଲେ।


Swiv nou:

Piblisite


Piblisite