Biblia Todo Logo
Bib sou entènèt

- Piblisite -




ନିହିମୀୟା 7:6 - ପବିତ୍ର ବାଇବଲ

6 ଯେଉଁମାନେ ବନ୍ଦୀରୂପେ ଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକ ଯିରୁଶାଲମ ଓ ଯିହୁଦାସ୍ଥିତ ନିଜ ନିଜ ନଗରକୁ ଫେରି ଆସିଲେ। ବାବିଲର ରାଜା ନବୂଖ‌ଦ୍‌ନିତ୍ସର ଯିହୁଦୀୟମାନଙ୍କୁ କରାୟତ କରିଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଯେଉଁମାନେ ବନ୍ଦୀ ରୂପେ ନୀତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକେ ଯିରୂଶାଲମ ଓ ଯିହୁଦାସ୍ଥିତ ଆପଣା ଆପଣା ନଗରକୁ ଫେରି ଆସିଲେ, ବାବିଲର ରାଜା ନବୁଖଦ୍ନିତ୍ସର ଏମାନଙ୍କୁ ନେଇଯାଇଥିଲା;

Gade chapit la Kopi

ଓଡିଆ ବାଇବେଲ

6 ଯେଉଁମାନେ ବନ୍ଦୀ ରୂପେ ନୀତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକେ ଯିରୂଶାଲମ ଓ ଯିହୁଦାସ୍ଥିତ ଆପଣା ଆପଣା ନଗରକୁ ଫେରି ଆସିଲେ, ବାବିଲର ରାଜା ନବୂଖଦ୍‍ନିତ୍ସର ଏମାନଙ୍କୁ ନେଇଯାଇଥିଲା;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଯେଉଁମାନେ ବନ୍ଦୀ ରୂପେ ନୀତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକେ ଯିରୂଶାଲମ ଓ ଯିହୁଦାସ୍ଥିତ ଆପଣା ଆପଣା ନଗରକୁ ଫେରି ଆସିଲେ, ବାବିଲର ରାଜା ନବୂଖଦ୍‍ନିତ୍ସର ଏମାନଙ୍କୁ ନେଇଯାଇଥିଲା;

Gade chapit la Kopi




ନିହିମୀୟା 7:6
10 Referans Kwoze  

ଆମ୍ଭେମାନେ ରାଜାଙ୍କୁ ଏହା ଜଣାଇବାକୁ ଗ୍ଭହୁଁ ଯେ, “ଆମ୍ଭେମାନେ ଯିହୁଦା ପ୍ରଦେଶରେ ମହାନ ପରମେଶ୍ୱରଙ୍କ ମନ୍ଦିରକୁ ଯାଇଥିଲୁ, ତାହା ବଡ଼ ବଡ଼ ପ୍ରସ୍ତରରେ ନିର୍ମିତ ହେଉଅଛି ଓ କାନ୍ଥରେ କଡ଼ି ବସା ଯାଉଅଛି। ଆଉ ଏହି କାର୍ଯ୍ୟ ଯତ୍ନ ସହକାରେ ଗ୍ଭଲୁଅଛି ଓ ସେମାନଙ୍କ ହସ୍ତରେ ଏହା ସଫଳ ହେଉ ଅଛି। ଏହା ମଧ୍ୟ ଶୀଘ୍ର ସରିବ।


ଏବଂ ମାଦୀୟ ପ୍ରଦେଶସ୍ଥ ଅକ୍ଷ୍ମଥା ଦୁର୍ଗରେ ଏକ ପୁସ୍ତକ ମିଳିଲା। ଏକ ଇତିହାସ ଏଥିରେ ଲେଖା ଯାଇଥିଲା।


ତା'ପରେ ନବୂସ‌ର୍‌ଦ‌‌ନ୍‌ ଅବଶିଷ୍ଟ ଲୋକମାନଙ୍କୁ ଓ ଆତ୍ମସମର୍ପଣ କରିବାକୁ ଆସିଥିବା ଲୋକମାନଙ୍କୁ ବନ୍ଦୀ କରି ନେଇ ଗଲେ।


ସେତେବେଳେ ସେମାନେ ମୋତେ କହିଲେ, “ଯେଉଁମାନେ ବନ୍ଦୀତ୍ୱରୁ ଫେରି ଆସିଥିଲେ ସେହି ପ୍ରଦେଶସ୍ଥ ଅବଶିଷ୍ଟ ଲୋକେ ମହା ଦୁଃଖ ଓ ଅପମାନରେ ଅଛନ୍ତି, କାରଣ ଯିରୁଶାଲମର ପ୍ରାଚୀର ଭାଙ୍ଗି ଅଛି ଏବଂ ଏହାର ଫାଟକକୁ ପୋଡ଼ି ଦିଆଯାଇଅଛି।”


ଏମାନେ ସରୁବ୍ବାବିଲ, ଯେଶୂୟ, ନିହିମିୟା, ଅସରିୟ, ରୟମା, ନହମାନି, ମର୍ଦ୍ଦଖୟ, ବି‌‌‌ଲ୍‌‌ଶନ୍, ମମ୍ପର, ବି‌ଗ୍‌ବୟ, ନହୂମ, ବାନା ସଙ୍ଗେ ଫେରି ଆସିଲେ। ଇସ୍ରାଏଲ ବଂଶିୟ ପୁରୁଷମାନଙ୍କ ସଂଖ୍ୟା ଏହିପରି ଥିଲା।


Swiv nou:

Piblisite


Piblisite