Biblia Todo Logo
Bib sou entènèt

- Piblisite -




ନିହିମୀୟା 7:7 - ପବିତ୍ର ବାଇବଲ

7 ଏମାନେ ସରୁବ୍ବାବିଲ, ଯେଶୂୟ, ନିହିମିୟା, ଅସରିୟ, ରୟମା, ନହମାନି, ମର୍ଦ୍ଦଖୟ, ବି‌‌‌ଲ୍‌‌ଶନ୍, ମମ୍ପର, ବି‌ଗ୍‌ବୟ, ନହୂମ, ବାନା ସଙ୍ଗେ ଫେରି ଆସିଲେ। ଇସ୍ରାଏଲ ବଂଶିୟ ପୁରୁଷମାନଙ୍କ ସଂଖ୍ୟା ଏହିପରି ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ଏମାନେ ସରୁବ୍ବାବିଲ, ଯେଶୂୟ, ନିହିମୀୟା, ଅସରୀୟ, ରୟମା, ନହମାନି, ମର୍ଦ୍ଦଖୟ, ବିଲଶନ୍, ମିସ୍ପର, ବିଗ୍ବୟ, ନହୂମ, ବାନା ସଙ୍ଗେ ଫେରି ଆସିଲେ। ଇସ୍ରାଏଲ ବଂଶୀୟ ପୁରୁଷଗଣର ସଂଖ୍ୟା ଏହି, ଯଥା,

Gade chapit la Kopi

ଓଡିଆ ବାଇବେଲ

7 ଏମାନେ ଯିରୁବ୍ବାବିଲ୍‍, ଯେଶୂୟ, ନିହିମୀୟା, ଅସରୀୟ, ରୟମା, ନହମାନି, ମର୍ଦ୍ଦଖୟ, ବିଲ୍‍ଶନ୍‍, ମିସ୍ପର, ବିଗ୍‍ବୟ, ନହୂମ, ବାନା ସଙ୍ଗେ ଫେରି ଆସିଲେ। ଇସ୍ରାଏଲ ବଂଶୀୟ ପୁରୁଷଗଣର ସଂଖ୍ୟା ଏହି, ଯଥା,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଏମାନେ ଯିରୁବ୍ବାବିଲ୍‍, ଯେଶୂୟ, ନିହିମୀୟା, ଅସରୀୟ, ରୟମା, ନହମାନି, ମର୍ଦ୍ଦଖୟ, ବିଲ୍‍ଶନ୍‍, ମିସ୍ପର, ବିଗ୍‍ବୟ, ନହୂମ, ବାନା ସଙ୍ଗେ ଫେରି ଆସିଲେ। ଇସ୍ରାଏଲ ବଂଶୀୟ ପୁରୁଷଗଣର ସଂଖ୍ୟା ଏହି, ଯଥା,

Gade chapit la Kopi




ନିହିମୀୟା 7:7
15 Referans Kwoze  

ଏହି ଲୋକମାନେ ସରୁବ୍ବାବିଲ, ଯେଶୂୟ, ନିହିମୟା, ସରାୟ, ରିୟେଲାୟ, ମର୍ଦ୍ଦଖୟ, ‌ବି‌‌‌ଲ୍‌‌ଶନ୍, ମିସ୍ପର, ବି‌‌‌ଗ୍‌ବୟ, ରହୂମ୍ ଓ ବାନା ସଙ୍ଗେ ଫେରି ଆସିଲେ। ଇସ୍ରାଏଲୀୟ ବଂଶୀୟ ପୁରୁଷମାନଙ୍କର ସଂଖ୍ୟା ଏହିପରି ଥିଲା।


ପାରସ୍ୟ ରାଜା ଦାରିୟାବସଙ୍କର ରାଜତ୍ୱର ଦ୍ୱିତୀୟ ବର୍ଷର ଛଅମାସର ପ୍ରଥମ ଦିବସରେ ହାଗୟ ପରମେଶ୍ୱରଙ୍କଠାରୁ ଏହି ବାର୍ତ୍ତା ପାଇଲେ। ଏହି ବାର୍ତ୍ତା ଶ‌‌ଲ୍‌‌ଟୀୟେଲଙ୍କ ପୁତ୍ର ଯିରୁବ୍ବାବିଲ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟଙ୍କ ପାଇଁ ଥିଲା। ଯିରୁବ୍ବାବିଲ ଯିହୁଦାର ଦେଶାଧ୍ୟକ୍ଷ ଓ ଯିହୋଶୂୟ ଜଣେ ମହାନ ଯାଜକ ଥିଲେ। ଭବିଷ୍ୟ‌ଦ୍‌ବକ୍ତା ହାଗୟଙ୍କ ଦ୍ୱାରା କୁହାଯାଇଥିବା ବାର୍ତ୍ତା ଏହା ହିଁ ଅଟେ।


ପ୍ରାଣୀଗୁଡ଼ିକର ଡେଣାଗୁଡ଼ିକ ସେମାନଙ୍କୁ ଘୋଡ଼େଇ ରଖିଥିଲା। ପ୍ରତ୍ୟେକ ପ୍ରାଣୀର ଦୁଇଟି ଡେଣା ଏହାର ପାଖରେ ଥିବା ଅନ୍ୟ ଗୋଟିଏ ପ୍ରାଣୀ ପାଖକୁ ପହଞ୍ଚୁ ଥିଲା ଏବଂ ଅନ୍ୟ ଦୁଇଟି ଡେଣା ଏହାର ଦେହକୁ ଆଚ୍ଛାଦନ କରୁଥିଲା।


ଯେଶୂୟ ଯୋୟାକୀ‌‌‌‌‌‌ମ୍‌‌‌‌‌‌ର ପିତା ଥିଲେ, ଯୋୟାକୀମ୍ ଇଲିୟାଶୀବର ପିତା ଥିଲେ ଓ ଇଲିୟାଶୀବ ଯୋୟାଦର ପିତା ଥିଲେ।


ସଲ୍ଲୁ, ଆମୋକ, ହି‌ଲ୍‌‌‌କିୟ, ଯିଦୟିୟ। ଏମାନେ ଯେଶୂୟ ସମୟରେ ଯାଜକମାନଙ୍କ ଓ ଆପଣା ଆପଣା ଭାତୃଗଣ ମଧ୍ୟରେ ପ୍ରଧାନ ଥିଲେ।


ଶଖନିୟ, ରହୂମ, ମରେମୋତ୍,


ଏହିମାନେ ହେଉଛନ୍ତି ଯାଜକ ଓ ଲେବୀୟ, ଶ‌‌‌‌ଲ୍‌‌‌‌‌‌‌ଟୀୟେଲର ପୁତ୍ର ସରୁବ୍ବାବିଲ ଓ ଯେଶୂୟ ସଙ୍ଗେ ଆସିଲେ, ସେମାନେ ହେଲେ ସରାୟ, ଯିରିମିୟ, ଏଜ୍ରା,


ଏଥିରେ ରାଜା ମୋତେ ପଗ୍ଭରିଲେ, “ତୁମ୍ଭେ କ’ଣ ପୀଡ଼ିତ? ତୁମ୍ଭେ କାହିଁକି ଦୁଃଖିତ ଜଣା ପଡ଼ୁଛ? ମୁଁ ଭାବୁଛି ତୁମ୍ଭର ହୃଦୟ ଦୁଃଖପୂର୍ଣ୍ଣ ଅଛି।” ଏହା ପରେ ମୁଁ ଭୟ କଲି।


ତେଣୁ ଶ‌‌‌‌ଲ୍‌‌‌‌‌‌‌ଟୀୟେଲର ପୁତ୍ର ସରୁବ୍ବାବିଲ ଓ ଯୋଷାଦକର ପୁତ୍ର ଯେଶୂୟ ଉଠି ଯିରୁଶାଲମରେ ପରମେଶ୍ୱରଙ୍କ ମନ୍ଦିର ନିର୍ମାଣ କରିବାକୁ ଲାଗିଲେ। ଆଉ ପରମେଶ୍ୱରଙ୍କ ଭବିଷ୍ୟ‌ଦ୍‌ବକ୍ତାମାନେ ସେମାନଙ୍କ ସଙ୍ଗେ ରହି ସାହାଯ୍ୟ କଲେ।


ଯେଉଁମାନେ ବନ୍ଦୀରୂପେ ଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକ ଯିରୁଶାଲମ ଓ ଯିହୁଦାସ୍ଥିତ ନିଜ ନିଜ ନଗରକୁ ଫେରି ଆସିଲେ। ବାବିଲର ରାଜା ନବୂଖ‌ଦ୍‌ନିତ୍ସର ଯିହୁଦୀୟମାନଙ୍କୁ କରାୟତ କରିଥିଲେ।


ପରିୟୋଶର ବଂଶଧର 2,172 ଜଣ।


ପ୍ରଦେଶର ଏହି ପ୍ରଧାନବର୍ଗ ଯିରୁଶାଲମରେ ବାସ କଲେ। କିନ୍ତୁ ଯିହୁଦାର ଏବଂ ଇସ୍ରାଏଲର ଅନ୍ୟ ନଗରରେ ଲୋକମାନେ, ଯାଜକମାନେ, ଲେବୀୟମାନେ, ନଥୀନୀୟମାନେ ଓ ଶଲୋମନଙ୍କର ଦାସଗଣର ସନ୍ତାନମାନେ ପ୍ରତ୍ୟେକ ନିଜ ନିଜ ନଗରରେ ବାସ କଲେ।


Swiv nou:

Piblisite


Piblisite