ନିହିମୀୟା 7:70 - ପବିତ୍ର ବାଇବଲ70 ପରିବାରର ପ୍ରଧାନମାନଙ୍କ ମଧ୍ୟରୁ କେହି କେହି ସେହି କର୍ମ ନିମନ୍ତେ ଦାନ କଲେ। ଶାସନକର୍ତ୍ତା 1,000 ସ୍ୱର୍ଣ୍ଣମୁଦ୍ରା, ପଗ୍ଭଶ୍ କୁଣ୍ତ, 530 ଯାଜକୀୟ ବସ୍ତ୍ର ଦେଲା। Gade chapit laପବିତ୍ର ବାଇବଲ (Re-edited) - (BSI)70 ପୁଣି, ପିତୃବଂଶୀୟ ପ୍ରଧାନମାନଙ୍କ ମଧ୍ୟରୁ କେହି କେହି ସେହି କର୍ମ ନିମନ୍ତେ ଦାନ କଲେ। ଶାସନକର୍ତ୍ତା ଭଣ୍ତାରରେ ଡାରିକ୍ ନାମକ ଏକ ହଜାର ସ୍ଵର୍ଣ୍ଣମୁଦ୍ରା, ପଚାଶ କୁଣ୍ତ, ପାଞ୍ଚ ଶହ ତିରିଶ ଯାଜକୀୟ ବସ୍ତ୍ର ଦେଲା। Gade chapit laଓଡିଆ ବାଇବେଲ70 ପୁଣି, ପିତୃବଂଶୀୟ ମୁଖ୍ୟମାନଙ୍କ ମଧ୍ୟରୁ କେହି କେହି ସେହି କାମ ନିମନ୍ତେ ଦାନ କଲେ। ଶାସନକର୍ତ୍ତା ଭଣ୍ଡାରରେ ଡାରିକ୍ ନାମକ ଏକ ହଜାର ସ୍ୱର୍ଣ୍ଣମୁଦ୍ରା, ପଚାଶ କୁଣ୍ଡ, ପାଞ୍ଚ ଶହ ତିରିଶ ଯାଜକୀୟ ବସ୍ତ୍ର ଦେଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT70 ପୁଣି, ପିତୃବଂଶୀୟ ମୁଖ୍ୟମାନଙ୍କ ମଧ୍ୟରୁ କେହି କେହି ସେହି କାମ ନିମନ୍ତେ ଦାନ କଲେ। ଶାସନକର୍ତ୍ତା ଭଣ୍ଡାରରେ ଡାରିକ୍ ନାମକ ଏକ ହଜାର ସ୍ୱର୍ଣ୍ଣମୁଦ୍ରା, ପଚାଶ କୁଣ୍ଡ, ପାଞ୍ଚ ଶହ ତିରିଶ ଯାଜକୀୟ ବସ୍ତ୍ର ଦେଲା। Gade chapit la |