Biblia Todo Logo
Bib sou entènèt

- Piblisite -




ନିହିମୀୟା 7:71 - ପବିତ୍ର ବାଇବଲ

71 ଆଉ ପରିବାରର କେତେକ ପ୍ରଧାନ ଲୋକ କୋଷାଗାରକୁ 20,000 ସ୍ୱର୍ଣ୍ଣମୁଦ୍ରା ଓ 2,200 ରୂପାମୁଦ୍ରା ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

71 ଆଉ, ପିତୃବଂଶୀୟ କେତେକ ପ୍ରଧାନ ଲୋକ କର୍ମର ଭଣ୍ତାରରେ ଡାରିକ୍ ନାମକ କୋଡ଼ିଏ ହଜାର ସ୍ଵର୍ଣ୍ଣମୁଦ୍ରା ଓ ଦୁଇ ହଜାର ଦୁଇ ଶହ ପାଉଣ୍ତ ରୂପା ଦେଲେ।

Gade chapit la Kopi

ଓଡିଆ ବାଇବେଲ

71 ଆଉ, ପିତୃବଂଶୀୟ କେତେକ ମୁଖ୍ୟ ଲୋକ ନିଜ ଭଣ୍ଡାରରୁ ଡାରିକ୍‍ ନାମକ କୋଡ଼ିଏ ହଜାର ସ୍ୱର୍ଣ୍ଣମୁଦ୍ରା ଓ ଦୁଇ ହଜାର ଦୁଇ ଶହ ପାଉଣ୍ଡ ରୂପା କାମ ପାଇଁ ଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

71 ଆଉ, ପିତୃବଂଶୀୟ କେତେକ ମୁଖ୍ୟ ଲୋକ ନିଜ ଭଣ୍ଡାରରୁ ଡାରିକ୍‍ ନାମକ କୋଡ଼ିଏ ହଜାର ସ୍ୱର୍ଣ୍ଣମୁଦ୍ରା ଓ ଦୁଇ ହଜାର ଦୁଇ ଶହ ପାଉଣ୍ଡ ରୂପା କାମ ପାଇଁ ଦେଲେ।

Gade chapit la Kopi




ନିହିମୀୟା 7:71
6 Referans Kwoze  

ଯଦି ତୁମ୍ଭମାନଙ୍କର ଦାନ ଦେବାର ଇଚ୍ଛା ଅଛି, ତା'ହେଲେ ତୁମ୍ଭମାନଙ୍କର ଦାନ ଗ୍ରହଣୀୟ ହେବ। ତୁମ୍ଭମାନଙ୍କ ପାଖରେ ଯାହା ଅଛି, ସେହି ଅନୁସାରେ ତୁମ୍ଭମାନଙ୍କ ଦାନ ଗ୍ରାହ୍ୟ କରାଯିବ; ତୁମ୍ଭମାନଙ୍କ ପାଖରେ ଯାହା ନାହିଁ, ସେ ଅନୁସାରେ ନୁହେଁ।


ପରମେଶ୍ୱର ଅନ୍ୟମାନଙ୍କଠାରୁ ନେତାମାନଙ୍କୁ ଭଲ ପାଆନ୍ତି ନାହିଁ। ଏବଂ ପରମେଶ୍ୱର ଧନୀ ଲୋକମାନଙ୍କୁ ଗରିବ ଲୋକମାନଙ୍କଠାରୁ ଅଧିକ ଭଲ ପାଆନ୍ତି ନାହିଁ। କାରଣ ପରମେଶ୍ୱର ସମସ୍ତଙ୍କୁ ସୃଷ୍ଟି କରିଛନ୍ତି।


ସେମାନେ ଏହି ସମସ୍ତ ବସ୍ତୁ ପରମେଶ୍ୱରଙ୍କ ମନ୍ଦିର ନିମନ୍ତେ ଦେଲେ: ପାଞ୍ଚ ହଜାର ତାଳନ୍ତ ଓ ଦଶ ହଜାର ଡାରିକ୍ ମୁଦ୍ରା ଓ ଦଶ ହଜାର ତାଳନ୍ତ ରୂପା ଓ ଅଠର ହଜାର ତାଳନ୍ତ ପିତ୍ତଳ ଓ ଏକ ଲକ୍ଷ ତାଳନ୍ତ ଲୁହା ଦେଲେ।


ପରିବାରର ପ୍ରଧାନମାନଙ୍କ ମଧ୍ୟରୁ କେହି କେହି ସେହି କର୍ମ ନିମନ୍ତେ ଦାନ କଲେ। ଶାସନକର୍ତ୍ତା 1,000 ସ୍ୱର୍ଣ୍ଣମୁଦ୍ରା, ପଗ୍ଭଶ୍ କୁଣ୍ତ, 530 ଯାଜକୀୟ ବସ୍ତ୍ର ଦେଲା।


ଅନ୍ୟ ଲୋକ ସମସ୍ତେ ମିସିକି 20,000 ସ୍ୱର୍ଣ୍ଣମୁଦ୍ରା ଓ 2,000 ରୂପାମୁଦ୍ରା ଓ ସତଷଠି ଯାଜକୀୟ ବସ୍ତ୍ର ଦେଲେ।


Swiv nou:

Piblisite


Piblisite