ନିହିମୀୟା 7:72 - ପବିତ୍ର ବାଇବଲ72 ଅନ୍ୟ ଲୋକ ସମସ୍ତେ ମିସିକି 20,000 ସ୍ୱର୍ଣ୍ଣମୁଦ୍ରା ଓ 2,000 ରୂପାମୁଦ୍ରା ଓ ସତଷଠି ଯାଜକୀୟ ବସ୍ତ୍ର ଦେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)72 ଅନ୍ୟ ଲୋକ ସମସ୍ତେ ଡାରିକ୍ ନାମକ କୋଡ଼ିଏ ହଜାର ସ୍ଵର୍ଣ୍ଣମୁଦ୍ରା ଓ ଦୁଇ ହଜାର ପାଉଣ୍ତ ରୂପା ଓ ସତଷଠି ଯାଜକୀୟ ବସ୍ତ୍ର ଦେଲେ। Gade chapit laଓଡିଆ ବାଇବେଲ72 ଅନ୍ୟ ଲୋକ ସମସ୍ତେ ଡାରିକ୍ ନାମକ କୋଡ଼ିଏ ହଜାର ସ୍ୱର୍ଣ୍ଣମୁଦ୍ରା ଓ ଦୁଇ ହଜାର ପାଉଣ୍ଡ ରୂପା ଓ ସତଷଠି ଯାଜକୀୟ ବସ୍ତ୍ର ଦେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT72 ଅନ୍ୟ ଲୋକ ସମସ୍ତେ ଡାରିକ୍ ନାମକ କୋଡ଼ିଏ ହଜାର ସ୍ୱର୍ଣ୍ଣମୁଦ୍ରା ଓ ଦୁଇ ହଜାର ପାଉଣ୍ଡ ରୂପା ଓ ସତଷଠି ଯାଜକୀୟ ବସ୍ତ୍ର ଦେଲେ। Gade chapit la |
ତେଣୁ ଏହି ଲୋକମାନେ ସମସ୍ତେ ମିଶି ପରମେଶ୍ୱରଙ୍କ ନିକଟରେ ଏକ ଶପଥ କଲେ। ସେମାନେ କହିଲେ, “ଯଦି ଆମ୍ଭେମାନେ ଆମ୍ଭର ଶପଥ ନରଖୁ, ତେବେ ଆମ୍ଭମାନଙ୍କ ପାଇଁ ସବୁ ଅଘଟଣ ଘଟିବ।” ପରମେଶ୍ୱରଙ୍କ ବ୍ୟବସ୍ଥା ତାଙ୍କର ଦାସ ମୋଶାଙ୍କ ଦ୍ୱାରା ଘୋଷଣା କରାଗଲା। ଏହି ସମସ୍ତ ଲୋକମାନେ ସାବଧାନ ସହକାରେ ସଦାପ୍ରଭୁ ପରମେଶ୍ୱରଙ୍କର ବ୍ୟବସ୍ଥା ଓ ନିୟମ ମାନିବା ପାଇଁ ଶପଥ କଲେ। ସେମାନେ ହେଲେ, ଲୋକମାନଙ୍କର ଅବଶିଷ୍ଟାଂଶ ଯାଜକମାନେ, ଲେବୀୟମାନେ, ଦ୍ୱାରପାଳମାନେ, ଗାୟକମାନେ, ନଥୀନୀୟମାନେ ଓ ଯେ ସମସ୍ତ ଲୋକ ଯେଉଁମାନେ ସେମାନଙ୍କୁ ଅନ୍ୟ ସ୍ଥାନରେ ଲୋକମାନଙ୍କଠାରୁ ଅଲଗା କଲେ, କାରଣ ସେମାନେ ପରମେଶ୍ୱରଙ୍କର ବ୍ୟବସ୍ଥା ରଖିପାରିବେ। ସେମାନେ ସେମାନଙ୍କର ସ୍ତ୍ରୀଗଣ, ସେମାନଙ୍କର ପୁତ୍ରଗଣ ଓ ସେମାନଙ୍କର କନ୍ୟାଗଣ, ପ୍ରତ୍ୟେକ ଜ୍ଞାନବାନ ଓ ବୁଦ୍ଧିମାନ ଲୋକ, ସେମାନେ ସେମାନଙ୍କର ଭାତୃଗଣ, ସେମାନଙ୍କର କୁଳୀନଗଣ ଏହି ଶପଥ ନେବା ପାଇଁ ରାଜି ଥିଲେ।