ନିହିମୀୟା 8:14 - ପବିତ୍ର ବାଇବଲ14 ସେମାନେ ମୋଶାଙ୍କର ବ୍ୟବସ୍ଥା ପୁସ୍ତକ ପଢ଼ିଲେ ଏବଂ ତାଙ୍କର ନିର୍ଦ୍ଦେଶ ସବୁ ପାଇଲେ। ସଦାପ୍ରଭୁ ମୋଶାଙ୍କ ମାଧ୍ୟମରେ ତାଙ୍କର ନିର୍ଦ୍ଦେଶ ଜଣାଇଥିଲେ। ବର୍ଷର ସପ୍ତମ ମାସରେ ଇସ୍ରାଏଲୀୟ ବାସୀମାନେ କ୍ଷଣସ୍ଥାୟୀ କୁଟୀରପର୍ବ ପାଳନ କରିବା ଉଚିତ୍। Gade chapit laପବିତ୍ର ବାଇବଲ (Re-edited) - (BSI)14 ସେମାନେ ମୋଶାଙ୍କ ଦ୍ଵାରା ଦତ୍ତ ସଦାପ୍ରଭୁଙ୍କର ଏହି ଆଜ୍ଞା ବ୍ୟବସ୍ଥାରେ ଲେଖା ଥିବାର ଦେଖିଲେ ଯେ, ସପ୍ତମ ମାସର ପର୍ବ ସମୟରେ ଇସ୍ରାଏଲ-ସନ୍ତାନଗଣ ପତ୍ରକୁଟୀରରେ ବାସ କରିବେ; Gade chapit laଓଡିଆ ବାଇବେଲ14 ସେମାନେ ମୋଶାଙ୍କ ଦ୍ୱାରା ଦତ୍ତ ସଦାପ୍ରଭୁଙ୍କର ଏହି ଆଜ୍ଞା ବ୍ୟବସ୍ଥାରେ ଲେଖା ଥିବାର ଦେଖିଲେ ଯେ, ସପ୍ତମ ମାସର ପର୍ବ ସମୟରେ ଇସ୍ରାଏଲ ସନ୍ତାନଗଣ ପତ୍ରକୁଟୀରରେ କିପରି ବାସ କରିବେ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସେମାନେ ମୋଶାଙ୍କ ଦ୍ୱାରା ଦତ୍ତ ସଦାପ୍ରଭୁଙ୍କର ଏହି ଆଜ୍ଞା ବ୍ୟବସ୍ଥାରେ ଲେଖା ଥିବାର ଦେଖିଲେ ଯେ, ସପ୍ତମ ମାସର ପର୍ବ ସମୟରେ ଇସ୍ରାଏଲ-ସନ୍ତାନଗଣ ପତ୍ରକୁଟୀରରେ କିପରି ବାସ କରିବେ; Gade chapit la |