ନିହିମୀୟା 8:3 - ପବିତ୍ର ବାଇବଲ3 ସେ ଜଳଦ୍ୱାର ସମ୍ମୁଖସ୍ଥ ଛକରେ ପୁରୁଷ ଓ ସ୍ତ୍ରୀ ଆଦି ଯେତେ ଲୋକ ବୁଝି ପାରନ୍ତି, ସେ ସମସ୍ତଙ୍କ ଆଗରେ ପ୍ରଭାତରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ସେହି ବ୍ୟବସ୍ଥା ପୁସ୍ତକରୁ ପାଠ କଲେ। ଆଉ ସମସ୍ତ ଲୋକେ ତାହା ଶ୍ରବଣ କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ତହୁଁ ସେ ଜଳଦ୍ଵାର ସମ୍ମୁଖସ୍ଥ ଛକରେ, ପୁରୁଷ ଓ ସ୍ତ୍ରୀ ଆଦି ଯେତେ ଲୋକ ବୁଝି ପାରନ୍ତି, ସେସମସ୍ତଙ୍କ ସାକ୍ଷାତରେ ପ୍ରଭାତରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ସେହି ପୁସ୍ତକରୁ ପାଠ କଲା; ଆଉ, ସମସ୍ତ ଲୋକଙ୍କର କର୍ଣ୍ଣ ସେହି ବ୍ୟବସ୍ଥା-ପୁସ୍ତକ ପ୍ରତି ନିବିଷ୍ଟ ରହିଲା। Gade chapit laଓଡିଆ ବାଇବେଲ3 ତହୁଁ ସେ ଜଳଦ୍ୱାର ସମ୍ମୁଖସ୍ଥ ଛକରେ, ପୁରୁଷ ଓ ସ୍ତ୍ରୀ ଆଦି ଯେତେ ଲୋକ ବୁଝି ପାରନ୍ତି, ସେ ସମସ୍ତଙ୍କ ସାକ୍ଷାତରେ ପ୍ରଭାତରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ସେହି ପୁସ୍ତକରୁ ପାଠ କଲେ; ଆଉ, ସମସ୍ତ ଲୋକଙ୍କର କର୍ଣ୍ଣ ସେହି ବ୍ୟବସ୍ଥା-ପୁସ୍ତକ ପ୍ରତି ନିବିଷ୍ଟ ରହିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହୁଁ ସେ ଜଳଦ୍ୱାର ସମ୍ମୁଖସ୍ଥ ଛକରେ, ପୁରୁଷ ଓ ସ୍ତ୍ରୀ ଆଦି ଯେତେ ଲୋକ ବୁଝି ପାରନ୍ତି, ସେ ସମସ୍ତଙ୍କ ସାକ୍ଷାତରେ ପ୍ରଭାତରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ସେହି ପୁସ୍ତକରୁ ପାଠ କଲେ; ଆଉ, ସମସ୍ତ ଲୋକଙ୍କର କର୍ଣ୍ଣ ସେହି ବ୍ୟବସ୍ଥା-ପୁସ୍ତକ ପ୍ରତି ନିବିଷ୍ଟ ରହିଲା। Gade chapit la |
ତେଣୁ ସେମାନେ ତାହାଙ୍କ ପାଖକୁ ଆସିବା ପାଇଁ ଗୋଟିଏ ଦିନ ସ୍ଥିର କଲେ। ବହୁ ସଂଖ୍ୟାରେ ଲୋକମାନେ ତାହାଙ୍କ ରହିବା ସ୍ଥାନକୁ ଆସିଲେ। ପାଉଲ ସେମାନଙ୍କୁ ପରମେଶ୍ୱରଙ୍କ ରାଜ୍ୟ ବିଷୟରେ ପ୍ରମାଣ ସହିତ ସବୁ କଥା ବୁଝାଇ ଦେଲେ। ସେ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀଙ୍କ ଶାସ୍ତ୍ରରୁ ଯୀଶୁଙ୍କ ବିଷୟ ବୁଝାଇ ସେମାନଙ୍କୁ ବିଶ୍ୱାସ କରାଇବା ପାଇଁ ଚେଷ୍ଟା କଲେ।