ନିହିମୀୟା 8:4 - ପବିତ୍ର ବାଇବଲ4 ଏଜ୍ରା ଯାଜକ ସେହି କାର୍ଯ୍ୟ ନିମନ୍ତେ ନିର୍ମିତ କାଠମୟ ମଞ୍ଚା ଉପରେ ଠିଆ ହେଲେ। ଆଉ ଦକ୍ଷିଣ ପାର୍ଶ୍ୱରେ ତାଙ୍କ ନିକଟରେ ମତ୍ତଥିୟ, ଶେମା, ଅନାୟ, ଊରିୟ, ହିଲ୍କିୟ, ମାସେୟ ଠିଆ ହେଲେ, ଏବଂ ତାଙ୍କ ବାମ ପାର୍ଶ୍ୱରେ ପଦାୟ ଓ ମୀଶାୟେଲ, ମଲ୍କିୟ, ହଶୁମ ଓ ହଶ୍ବଦ୍ଦାନା, ଜିଖରିୟ ଓ ମଶୁଲ୍ଲମ ଠିଆ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)4 ଆଉ, ଏଜ୍ରା ଅଧ୍ୟାପକ ସେହି କାର୍ଯ୍ୟ ନିମନ୍ତେ ନିର୍ମିତ କାଷ୍ଠମୟ ମଞ୍ଚା ଉପରେ ଠିଆ ହେଲା; ଆଉ, ଦକ୍ଷିଣ ପାର୍ଶ୍ଵରେ ତାହା ନିକଟରେ ମତ୍ତଥୀୟ ଓ ଶେମା ଓ ଅନାୟ ଓ ଊରୀୟ ଓ ହିଲ୍କୀୟ ଓ ମାସେୟ ଠିଆ ହେଲେ; ପୁଣି, ତାହାର ବାମ ପାର୍ଶ୍ଵରେ ପଦାୟ ଓ ମୀଶାୟେଲ୍ ଓ ମଲକୀୟ ଓ ହଶୁମ୍ ଓ ହଶ୍ବଦ୍ଦାନା, ଜିଖରୀୟ ଓ ମଶୁଲ୍ଲମ୍ ଠିଆ ହେଲେ। Gade chapit laଓଡିଆ ବାଇବେଲ4 ଆଉ, ଏଜ୍ରା ଅଧ୍ୟାପକ ସେହି କାର୍ଯ୍ୟ ନିମନ୍ତେ ନିର୍ମିତ କାଠର ମଞ୍ଚ ଉପରେ ଠିଆ ହେଲେ; ଆଉ, ଦକ୍ଷିଣ ପାର୍ଶ୍ୱରେ ତାହା ନିକଟରେ ମତ୍ତଥୀୟ, ଶେମା, ଅନାୟ, ଊରୀୟ, ହିଲ୍କୀୟ ଓ ମାସେୟ ଠିଆ ହେଲେ; ପୁଣି, ତାହାର ବାମ ପାର୍ଶ୍ଵରେ ପଦାୟ, ମୀଶାୟେଲ, ମଲ୍କୀୟ, ହଶୂମ, ହଶ୍ବଦ୍ଦାନା, ଜିଖରୀୟ ଓ ମଶୁଲ୍ଲମ୍ ଠିଆ ହେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆଉ, ଏଜ୍ରା ଅଧ୍ୟାପକ ସେହି କାର୍ଯ୍ୟ ନିମନ୍ତେ ନିର୍ମିତ କାଠର ମଞ୍ଚ ଉପରେ ଠିଆ ହେଲେ; ଆଉ, ଦକ୍ଷିଣ ପାର୍ଶ୍ୱରେ ତାହା ନିକଟରେ ମତ୍ତଥୀୟ, ଶେମା, ଅନାୟ, ଊରୀୟ, ହିଲ୍କୀୟ ଓ ମାସେୟ ଠିଆ ହେଲେ; ପୁଣି, ତାହାର ବାମ ପାର୍ଶ୍ଵରେ ପଦାୟ, ମୀଶାୟେଲ, ମଲ୍କୀୟ, ହଶୂମ, ହଶ୍ବଦ୍ଦାନା, ଜିଖରୀୟ ଓ ମଶୁଲ୍ଲମ୍ ଠିଆ ହେଲେ। Gade chapit la |