Biblia Todo Logo
Bib sou entènèt

- Piblisite -




ନିହିମୀୟା 9:12 - ପବିତ୍ର ବାଇବଲ

12 ତୁମ୍ଭେ ଦିବସରେ ମେଘ ସ୍ତମ୍ଭ ଦ୍ୱାରା, ରାତ୍ରିରେ ସେମାନଙ୍କ ଯିବା ବାଟକୁ ଦୀପ୍ତି ଦେବା ନିମନ୍ତେ ଅଗ୍ନିସ୍ତମ୍ଭ ଦ୍ୱାରା ଗମନ କରାଇଲ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଆହୁରି, ତୁମ୍ଭେ ଦିବସରେ ମେଘସ୍ତମ୍ଭ ଦ୍ଵାରା ଓ ରାତ୍ରିରେ ସେମାନଙ୍କ ଗନ୍ତବ୍ୟ ପଥରେ ଦୀପ୍ତି ଦେବା ନିମନ୍ତେ ଅଗ୍ନିସ୍ତମ୍ଭ ଦ୍ଵାରା ସେମାନଙ୍କୁ ଗମନ କରାଇଲ।

Gade chapit la Kopi

ଓଡିଆ ବାଇବେଲ

12 ଆହୁରି, ତୁମ୍ଭେ ଦିବସରେ ମେଘସ୍ତମ୍ଭ ଦ୍ୱାରା ଓ ରାତ୍ରିରେ ସେମାନଙ୍କ ଗନ୍ତବ୍ୟ ପଥରେ ଦୀପ୍ତି ଦେବା ନିମନ୍ତେ ଅଗ୍ନିସ୍ତମ୍ଭ ଦ୍ୱାରା ସେମାନଙ୍କୁ ଗମନ କରାଇଲ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆହୁରି, ତୁମ୍ଭେ ଦିବସରେ ମେଘସ୍ତମ୍ଭ ଦ୍ୱାରା ଓ ରାତ୍ରିରେ ସେମାନଙ୍କ ଗନ୍ତବ୍ୟ ପଥରେ ଦୀପ୍ତି ଦେବା ନିମନ୍ତେ ଅଗ୍ନିସ୍ତମ୍ଭ ଦ୍ୱାରା ସେମାନଙ୍କୁ ଗମନ କରାଇଲ।

Gade chapit la Kopi




ନିହିମୀୟା 9:12
12 Referans Kwoze  

ସେତେବେଳେ ତୁମ୍ଭେ ତୁମ୍ଭର ମହାନ କରୁଣା ଯୋଗୁଁ ସେମାନଙ୍କୁ ପ୍ରାନ୍ତରରେ ପରିତ୍ୟାଗ କଲ ନାହିଁ। ପଥ କଢ଼ାଇବା ନିମନ୍ତେ ଦିବସରେ ମେଘସ୍ତମ୍ଭ ଓ ରାତ୍ରିରେ ଅଗ୍ନି ମଶାଲକୁ ସେମାନଙ୍କଠାରୁ ଛଡ଼ାଇ ନେଇ ନାହିଁ।


ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ମୋତେ ପ୍ରଭାତରେ ଦେଖାଅ। ମୁଁ ତୁମ୍ଭ ଉପରେ ଭରସା କରେ। ମୁଁ ଯେଉଁ ପଥରେ ଯିବା ଉଚିତ୍ ମୋତେ ସେହି ପଥ ଦେଖାଅ। କାରଣ ମୁଁ ମୋର ପ୍ରାଣ ତୁମ୍ଭ ହାତରେ ଟେକି ଦେଇଅଛି।


ପରମେଶ୍ୱର ସେମାନଙ୍କୁ ବସତି ନଗରକୁ ଆଗେଇ ନେଲେ, ଯେଉଁଠାରେ ସେମାନେ ବାସ କରି ପାରିବେ।


ପରମେଶ୍ୱର କମ୍ବଳ ସ୍ୱରୂପ ବାଦଲକୁ ମେଲି ଦେଲେ। ପରମେଶ୍ୱର ନିଜ ଲୋକମାନଙ୍କୁ ରାତିରେ ଦେଖାଇବା ପାଇଁ ଏକ ଅଗ୍ନିସ୍ତମ୍ଭ ପ୍ରଜ୍ୱଳନ କଲେ।


ପ୍ରତିଦିନ ଏବଂ ରାତ୍ରିରେ ପରମେଶ୍ୱର ମେଘଦ୍ୱାରା ଓ ଅଗ୍ନିତେଜ ଦ୍ୱାରା ସେମାନଙ୍କୁ ପଥ କଢ଼ାଇଲେ।


କିନ୍ତୁ ତୁମ୍ଭେ ଦୟାରେ ରକ୍ଷା କରିଥିବା ଲୋକମାନଙ୍କୁ ଆଗେଇ ନେଲ। ତୁମ୍ଭେ ଆପଣା ପରାକ୍ରମରେ ସେମାନଙ୍କୁ ତୁମ୍ଭର ପବିତ୍ର ନିବାସସ୍ଥାନକୁ ନେଇ ଯାଇଛ।


ଏହା ସବୁ ସମୟରେ ଘଟେ। ମେଘ ପବିତ୍ର ତମ୍ବୁକୁ ଆଚ୍ଛାଦନ କଲା ଏବଂ ରାତିରେ ଏହା ଅଗ୍ନିତୁଲ୍ୟ ଦେଖାଗଲା।


ଯେତେବେଳେ ତୁମ୍ଭେମାନେ ଯାତ୍ରା କରୁଥିଲ, ସେ ତୁମ୍ଭର ଆଗେ ଆଗେ ଯାଇ ତୁମ୍ଭମାନଙ୍କର ତମ୍ବୁ ପକାଇବା ନିମନ୍ତେ, ସ୍ଥାନ ନିରୂପଣ କରୁଥିଲେ। ଏବଂ ତୁମ୍ଭମାନଙ୍କୁ ପଥ ଦେଖାଇବା ପାଇଁ ସେ ରାତ୍ରିରେ ଅଗ୍ନିଶିଖା, ଦିନରେ ମେଘସ୍ତମ୍ଭ ଦ୍ୱାରା ଗମନ କଲେ।


ବେଳେ ବେଳେ ପବିତ୍ର ତମ୍ବୁ ଉପରେ ମେଘ ସନ୍ଧ୍ୟାଠାରୁ ପ୍ରଭାତ ପର୍ଯ୍ୟନ୍ତ ରହିଲା ଓ ପ୍ରଭାତରେ ମେଘ ଗତିକଲା। ତେଣୁ ଇସ୍ରାଏଲ ଲୋକମାନେ ମଧ୍ୟ ଗତି କଲେ। ସେହି ଦିନରେ କିମ୍ବା ରାତିରେ ମେଘ ଗତି କରୁଥିଲା, ଇସ୍ରାଏଲର ଲୋକମାନେ ଯାତ୍ରା ଆରମ୍ଭ କଲେ।


ସେହି ଦିନ ମୁଁ ସେମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଲି ଓ ସେମାନଙ୍କୁ ଏପରି ଏକ ଦେଶକୁ ନେଇଗଲି ଯେଉଁଠାରେ ଦୁ‌ଗ୍‌ଧ ମଧୁ ପ୍ରଚୁର ଥିଲା ଓ ଯେଉଁ ଦେଶ ସମସ୍ତ ଦେଶ ମଧ୍ୟରେ ଗୌରବମୟ ଥିଲା।


Swiv nou:

Piblisite


Piblisite