ନିହିମୀୟା 9:22 - ପବିତ୍ର ବାଇବଲ22 ହେ ସଦାପ୍ରଭୁ, ତୁମ୍ଭେ ତାଙ୍କୁ ନାନା ରାଜ୍ୟ ଓ ଗୋଷ୍ଠୀ ଦେଲ ଓ ତାହା ସେମାନଙ୍କ ବାଣ୍ଟ ଅନୁସାରେ ନିରୂପଣ କଲ। ତେଣୁ ସେମାନେ ସୀହୋନ ଦେଶ ହିଷ୍ବୋନ୍ ରାଜାର ଦେଶ, ବାଶନର ଓଗ୍ ରାଜାର ଦେଶ ଅଧିକାର କଲେ। Gade chapit laପବିତ୍ର ବାଇବଲ (Re-edited) - (BSI)22 ଆହୁରି, ତୁମ୍ଭେ ସେମାନଙ୍କୁ ନାନା ରାଜ୍ୟ ଓ ଗୋଷ୍ଠୀ ଦେଲ ଓ ତାହା ସେମାନଙ୍କ ବାଣ୍ଟ ଅନୁସାରେ ନିରୂପଣ କଲ; ତହୁଁ ସେମାନେ ସୀହୋନ୍ ଦେଶ, ଅର୍ଥାତ୍, ହିଷ୍ବୋନ୍ ରାଜାର ଦେଶ ଓ ବାଶନର ଓଗ୍ ରାଜାର ଦେଶ ଅଧିକାର କଲେ। Gade chapit laଓଡିଆ ବାଇବେଲ22 ଆହୁରି, ତୁମ୍ଭେ ସେମାନଙ୍କୁ ନାନା ରାଜ୍ୟ ଓ ଗୋଷ୍ଠୀ ଦେଲ ଓ ତାହା ସେମାନଙ୍କ ବାଣ୍ଟ ଅନୁସାରେ ନିରୂପଣ କଲ; ତହୁଁ ସେମାନେ ସୀହୋନ ଦେଶ, ଅର୍ଥାତ୍, ହିଷ୍ବୋନ ରାଜାର ଦେଶ ଓ ବାଶନର ଓଗ୍ ରାଜାର ଦେଶ ଅଧିକାର କଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଆହୁରି, ତୁମ୍ଭେ ସେମାନଙ୍କୁ ନାନା ରାଜ୍ୟ ଓ ଗୋଷ୍ଠୀ ଦେଲ ଓ ତାହା ସେମାନଙ୍କ ବାଣ୍ଟ ଅନୁସାରେ ନିରୂପଣ କଲ; ତହୁଁ ସେମାନେ ସୀହୋନ ଦେଶ, ଅର୍ଥାତ୍, ହିଷ୍ବୋନ ରାଜାର ଦେଶ ଓ ବାଶନର ଓଗ୍ ରାଜାର ଦେଶ ଅଧିକାର କଲେ। Gade chapit la |