ନିହିମୀୟା 9:23 - ପବିତ୍ର ବାଇବଲ23 ତୁମ୍ଭେ ସେମାନଙ୍କ ବଂଶଧରଗଣଙ୍କୁ ଆକାଶର ନକ୍ଷେତ୍ରଗଣ ତୁଲ୍ୟ ବହୁସଂଖ୍ୟକ କଲ। ଯେଉଁଦେଶ ସେମାନେ ଅଧିକାର କରିବାକୁ ଯିବେ ବୋଲି ତୁମ୍ଭେ ସେମାନଙ୍କ ପୂର୍ବପୁରୁଷଗଣଙ୍କଠାରେ ଶପଥ କରିଥିଲ, ସେହି ଦେଶକୁ ସେମାନଙ୍କୁ ଆଣିଲ। Gade chapit laପବିତ୍ର ବାଇବଲ (Re-edited) - (BSI)23 ଆହୁରି, ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଆକାଶର ନକ୍ଷତ୍ରଗଣ ତୁଲ୍ୟ ବହୁସଂଖ୍ୟକ କଲ ଓ ଯେଉଁ ଦେଶ ସେମାନେ ଅଧିକାର କରିବାକୁ ଯିବେ ବୋଲି ତୁମ୍ଭେ ସେମାନଙ୍କ ପିତୃଗଣକୁ କହିଥିଲ, ସେହି ଦେଶକୁ ସେମାନଙ୍କୁ ଆଣିଲ। Gade chapit laଓଡିଆ ବାଇବେଲ23 ଆହୁରି, ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଆକାଶର ନକ୍ଷତ୍ରଗଣ ତୁଲ୍ୟ ବହୁସଂଖ୍ୟକ କଲ ଓ ଯେଉଁ ଦେଶ ସେମାନେ ଅଧିକାର କରିବାକୁ ଯିବେ ବୋଲି ତୁମ୍ଭେ ସେମାନଙ୍କ ପିତୃଗଣକୁ କହିଥିଲ, ସେହି ଦେଶକୁ ସେମାନଙ୍କୁ ଆଣିଲ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଆହୁରି, ତୁମ୍ଭେ ସେମାନଙ୍କ ସନ୍ତାନଗଣକୁ ଆକାଶର ନକ୍ଷତ୍ରଗଣ ତୁଲ୍ୟ ବହୁସଂଖ୍ୟକ କଲ ଓ ଯେଉଁ ଦେଶ ସେମାନେ ଅଧିକାର କରିବାକୁ ଯିବେ ବୋଲି ତୁମ୍ଭେ ସେମାନଙ୍କ ପିତୃଗଣକୁ କହିଥିଲ, ସେହି ଦେଶକୁ ସେମାନଙ୍କୁ ଆଣିଲ। Gade chapit la |