Biblia Todo Logo
Bib sou entènèt

- Piblisite -




ନିହିମୀୟା 9:9 - ପବିତ୍ର ବାଇବଲ

9 ତୁମ୍ଭେ ମିଶରଠାରେ ଆମ୍ଭ ପୂର୍ବପୁରୁଷଗଣର କ୍ଳେଶ ଦେଖିଲ ଓ ସୂଫ ସାଗର ନିକଟରେ ସେମାନଙ୍କର କ୍ରନ୍ଦନ ଶୁଣିଲ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଅନନ୍ତର ତୁମ୍ଭେ ମିସର ଦେଶରେ ଆମ୍ଭ ପିତୃପୁରୁଷ-ଗଣର କ୍ଳେଶ ଦେଖିଲେ ଓ ସୂଫ ସାଗର ନିକଟରେ ସେମାନଙ୍କର କ୍ରନ୍ଦନ ଶୁଣିଲ;

Gade chapit la Kopi

ଓଡିଆ ବାଇବେଲ

9 ଏଥିଉତ୍ତାରେ ତୁମ୍ଭେ ମିସର ଦେଶରେ ଆମ୍ଭ ପୂର୍ବପୁରୁଷଗଣର କ୍ଳେଶ ଦେଖିଲ ଓ ସୂଫ ସାଗର ନିକଟରେ ସେମାନଙ୍କର କ୍ରନ୍ଦନ ଶୁଣିଲ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଏଥିଉତ୍ତାରେ ତୁମ୍ଭେ ମିସର ଦେଶରେ ଆମ୍ଭ ପୂର୍ବପୁରୁଷଗଣର କ୍ଳେଶ ଦେଖିଲ ଓ ସୂଫ ସାଗର ନିକଟରେ ସେମାନଙ୍କର କ୍ରନ୍ଦନ ଶୁଣିଲ;

Gade chapit la Kopi




ନିହିମୀୟା 9:9
8 Referans Kwoze  

ମୁଁ ମିଶର ଦେଶରେ ମୋ’ ଲୋକମାନଙ୍କୁ କରାଯାଉଥିବା ସମସ୍ତ ଦୁର୍ବ୍ୟବହାର ଦେଖିଛି। ମୁଁ ସେମାନଙ୍କର କ୍ରନ୍ଦନ ଶୁଣିଲି। ମୁଁ ସେମାନଙ୍କୁ ମୁକ୍ତି ଦେବା ପାଇଁ ଓହ୍ଲାଇ ଆସିଛି। ଏଥିପାଇଁ ତୁମ୍ଭେ ଆସ। ମୁଁ ତୁମ୍ଭକୁ ମିଶର ଦେଶକୁ ପଠାଇବି।’


ସଦାପ୍ରଭୁ ଆହୁରି କହିଲେ, “ଯାଅ ଏବଂ ଇସ୍ରାଏଲୀୟ ପ୍ରାଚୀନଗଣଙ୍କୁ କୁହ, ‘ସଦାପ୍ରଭୁ ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅବ୍ରହାମ, ଇ‌ସ୍‌ହାକ ଓ ଯାକୁବର ପରମେଶ୍ୱର, ମୋତେ କହି ଅଛନ୍ତି, ମିଶରୀୟମାନଙ୍କ ଦ୍ୱାରା ତୁମ୍ଭଙ୍କୁ ଦିଆଯାଇଥିବା ଯନ୍ତ୍ରଣାସବୁ, ଆମ୍ଭେ ଟିପି ନେଇଅଛୁ।


ଇସ୍ରାଏଲୀୟମାନଙ୍କ ପ୍ରତି ଧ୍ୟାନ ଦେଲେ ଓ ସେମାନଙ୍କ ଅବସ୍ଥା ହୃଦୟଙ୍ଗମ କଲେ।


ସେହି ଦିନ ଇସ୍ରାଏଲୀୟମାନେ ଦେଖିଛନ୍ତି ସଦାପ୍ରଭୁଙ୍କର ସେହି ମହାନ୍ ଶକ୍ତି ଯେତେବେଳେ ସେ ମିଶରୀୟମାନଙ୍କୁ ପରାସ୍ତ କଲେ। ତେଣୁ ଲୋକମାନେ ସଦାପ୍ରଭୁଙ୍କୁ ଭୟ କଲେ ଓ ସମ୍ମାନ ଦେଲେ। ସେମାନେ ସଦାପ୍ରଭୁ ଓ ତାଙ୍କର ଦାସ ମୋଶାଙ୍କଠାରେ ବିଶ୍ୱାସ ରଖିଲେ।


ସେହି ଦିନ ମୁଁ ସେମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଲି ଓ ସେମାନଙ୍କୁ ଏପରି ଏକ ଦେଶକୁ ନେଇଗଲି ଯେଉଁଠାରେ ଦୁ‌ଗ୍‌ଧ ମଧୁ ପ୍ରଚୁର ଥିଲା ଓ ଯେଉଁ ଦେଶ ସମସ୍ତ ଦେଶ ମଧ୍ୟରେ ଗୌରବମୟ ଥିଲା।


ପରମେଶ୍ୱର କହିଲେ, ‘ଯେଉଁମାନେ ସେମାନଙ୍କୁ ଦାସ କରି ରଖିଛନ୍ତି, ମୁଁ ସେମାନଙ୍କୁ ଦଣ୍ଡ ଦେବି। ତା'ପରେ ସେମାନେ ସେଠାରୁ ଆସି ଏହି ସ୍ଥାନରେ ମୋତେ ପୂଜା କରିବେ।’


Swiv nou:

Piblisite


Piblisite