Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 1:10 - ପବିତ୍ର ବାଇବଲ

10 ଇଫ୍ରୟିମ ଗୋଷ୍ଠୀର, ଅମ୍ମୀହୂଦର ପୁତ୍ର ଇଲୀଶାମା। ମନଃଶି ବଂଶଧର, ପଦାହସୂରର ପୁତ୍ର ଗମଲିୟେଲ। (ଇଫ୍ରୟିମ ଏବଂ ମନଃଶି ଯୋଷେଫଙ୍କ ପୁତ୍ର ଅଟନ୍ତି)।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଯୋଷେଫର ପୁତ୍ରଗଣ ମଧ୍ୟରୁ ଇଫ୍ରୟିମ ବଂଶର; ଅମ୍ମୀହୂଦର ପୁତ୍ର ଇଲୀଶାମା; ମନଃଶି ବଂଶର; ପଦାହସୂରର ପୁତ୍ର ଗମଲୀୟେଲ।

Gade chapit la Kopi

ଓଡିଆ ବାଇବେଲ

10 ଯୋଷେଫର ପୁତ୍ରଗଣ ମଧ୍ୟରୁ ଇଫ୍ରୟିମ ବଂଶର; ଅମ୍ମୀହୂଦର ପୁତ୍ର ଇଲୀଶାମା; ମନଃଶି ବଂଶର; ପଦାହସୂରର ପୁତ୍ର ଗମଲୀୟେଲ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଯୋଷେଫର ପୁତ୍ରଗଣ ମଧ୍ୟରୁ ଇଫ୍ରୟିମ ବଂଶର; ଅମ୍ମୀହୂଦର ପୁତ୍ର ଇଲୀଶାମା; ମନଃଶି ବଂଶର; ପଦାହସୂରର ପୁତ୍ର ଗମଲୀୟେଲ।

Gade chapit la Kopi




ଗଣନା ପୁସ୍ତକ 1:10
8 Referans Kwoze  

“ଇଫ୍ରୟିମ ଗୋଷ୍ଠୀ ଛାଉଣିର ପରେ ମନଃଶି ଗୋଷ୍ଠୀ ଛାଉଣି ସ୍ଥାପନ କରିବେ। ପୁଣି ପଦାହସୂରର ପୁତ୍ର ଗମଲିୟେଲ ମନଃଶି ଲୋକମାନଙ୍କର ଅଧିପତି ହେବ।


“ଇଫ୍ରୟିମ ବିଭାଗର ଛାଉଣିର ଧ୍ୱଜା ପଶ୍ଚିମ ଦିଗକୁ ରହିବ। ପୁଣି ଅମ୍ମୀହୂଦର ପୁତ୍ର ଇଲୀଶାମା ଇଫ୍ରୟିମ ଲୋକମାନଙ୍କର ଅଧିପତି ହେବ।


ସବୁଲୂନ ପରିବାରବର୍ଗର, ହେଲୋନର ପୁତ୍ର ଇଲୀୟାବ।


ବିନ୍ୟାମୀନ ପରିବାରବର୍ଗର, ଗିଦିୟୋନିର ପୁତ୍ର ଅବୀଦାନ।


Swiv nou:

Piblisite


Piblisite