Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 1:2 - ପବିତ୍ର ବାଇବଲ

2 “ତୁମ୍ଭେମାନେ ଇସ୍ରାଏଲର ସମସ୍ତ ଲୋକଙ୍କୁ ଗଣନା କର। ସମସ୍ତ ମଣ୍ତଳୀର ଅନୁସାରେ ଓ ପରିବାରବର୍ଗ ଅନୁସାରେ ପ୍ରତ୍ୟେକ ପୁରୁଷ ଲୋକର ନାମ ତାଲିକା କର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀର ବଂଶ ଅନୁସାରେ ଓ ପିତୃଗୃହ ଅନୁସାରେ ଓ ନାମ-ସଂଖ୍ୟାନୁସାରେ ପ୍ରତ୍ୟେକ ପୁରୁଷର ମସ୍ତକ ଗଣନା କର।

Gade chapit la Kopi

ଓଡିଆ ବାଇବେଲ

2 “ତୁମ୍ଭେମାନେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀର ବଂଶ ଅନୁସାରେ ଓ ପିତୃଗୃହ ଅନୁସାରେ ଓ ନାମସଂଖ୍ୟାନୁସାରେ ପ୍ରତ୍ୟେକ ପୁରୁଷର ମସ୍ତକ ଗଣନା କର।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀର ବଂଶ ଅନୁସାରେ ଓ ପିତୃଗୃହ ଅନୁସାରେ ଓ ନାମ-ସଂଖ୍ୟାନୁସାରେ ପ୍ରତ୍ୟେକ ପୁରୁଷର ମସ୍ତକ ଗଣନା କର।

Gade chapit la Kopi




ଗଣନା ପୁସ୍ତକ 1:2
16 Referans Kwoze  

ଯେତେ ଲୋକ ଗଣତି ହୋଇଥିଲେ, ସେମାନଙ୍କର ବୟସ ଥିଲା କୋଡ଼ିଏ ବର୍ଷ ବା ତତୁର୍ଦ୍ଧ୍ୱ। ସେମାନଙ୍କର ସଂଖ୍ୟା ଥିଲା 603,550। ସେମାନେ ପ୍ରତ୍ୟେକ ଏକ ଦୁଇ ବେକା ଅର୍ଥାତ୍ ପବିତ୍ର ସ୍ଥାନର କାର୍ଯ୍ୟାଳୟ ମାପ ଓଜନ ହୋଇଥିବା ଶେକଲ ଅନୁସାରେ ଅର୍ଦ୍ଧ ଅର୍ଦ୍ଧ ଶେକଲ ଦେଇଥିଲେ।


“ତୁମ୍ଭେ ଗଣିତ ହୋଇଥିବା ଲୋକମାନଙ୍କର ସଂଖ୍ୟା ଅନୁସାରେ ଇସ୍ରାଏଲ ସନ୍ତାନମାନଙ୍କୁ ଗଣନା କରିବ। ସେତେବେଳେ ସେମାନଙ୍କର ପ୍ରତ୍ୟେକ ଲୋକ ସଦାପ୍ରଭୁଙ୍କ ନିକଟରେ ନିଜ ନିଜ ପ୍ରାଣାର୍ଥେ ଗଣନା ସମୟରେ ପ୍ରାୟଶ୍ଚିତ କରିବେ। ତହିଁରେ ସେମାନଙ୍କ ମଧ୍ୟରେ ଗଣନା ସମୟରେ ଆଘାତ ହେବ ନାହିଁ।


ମୋଶା ଓ ହାରୋଣ ଦ୍ୱିତୀୟ ମାସର ପ୍ରଥମ ଦିନରେ ଇସ୍ରାଏଲର ସମସ୍ତ ଲୋକମାନଙ୍କୁ ଏକତ୍ରିତ କଲେ ଏବଂ ସେମାନଙ୍କର ପିତୃବଂଶ ଓ ପିତୃପରିବାର ଅନୁସାରେ କୋଡ଼ିଏ ବର୍ଷ କିମ୍ବା ତତୁର୍ଦ୍ଧ୍ୱ ବୟସ୍କ ଲୋକମାନଙ୍କର ନାମ ଲେଖିଲେ।


ଶିମିୟୋନ ବଂଶର ସେମାମାନଙ୍କର ପିତୃଗୃହ, ନାମ ଏବଂ ସଂଖ୍ୟା କୋଡ଼ିଏ ବର୍ଷ ଓ ତହିଁରୁ ଅଧିକ ପୁରୁଷ ସୈନ୍ୟ ବିଭାଗରେ ଦାଖଲ ହେବାକୁ ଯୋଗ୍ୟ।


ଇସ୍ରାଏଲୀୟ ଲୋକମାନେ ରାମିଷେ‌ଷ୍‌ଠାରୁ ସୁ‌କ୍‌କୋତକୁ ଯାତ୍ରା କଲେ। ସେମାନେ ପିଲାମାନଙ୍କୁ ଛାଡ଼ି ମୋଟରେ 600,000 ଲୋକ ଥିଲେ।


ଯେତେ ଲୋକ ଗଣିତ ହୋଇଥିଲେ, ସେମାନେ 100 ଶେକଲ ସୁବର୍ଣ୍ଣ ଓ 1,775 ଶେକଲ ରୂପା କାର୍ଯ୍ୟାଳୟ ମାପ ଦ୍ୱାରା ପବିତ୍ର ସ୍ଥାନ ପାଇଁ ଓଜନ କରାଗଲା।


ଏହିରୂପେ, ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସୀନୟର ମରୂଭୂମିରେ ସେମାନଙ୍କୁ ଗଣନା କଲେ।


Swiv nou:

Piblisite


Piblisite