Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 1:25 - ପବିତ୍ର ବାଇବଲ

25 ଗାଦ୍ ଗୋଷ୍ଠୀର ପୁରୁଷ ଲୋକମାନଙ୍କ ମୋଟ ସଂଖ୍ୟା 45,650

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ଗାଦ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ପଞ୍ଚଚାଳିଶ ହଜାର ଛଅ ଶହ ପଚାଶ ହେଲା।

Gade chapit la Kopi

ଓଡିଆ ବାଇବେଲ

25 ଗାଦ୍‍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ପଞ୍ଚଚାଳିଶ ହଜାର ଛଅ ଶହ ପଚାଶ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ଗାଦ୍‍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ପଞ୍ଚଚାଳିଶ ହଜାର ଛଅ ଶହ ପଚାଶ ହେଲା।

Gade chapit la Kopi




ଗଣନା ପୁସ୍ତକ 1:25
4 Referans Kwoze  

ଗାଦ୍ ପରିବାରବର୍ଗର ପୁରୁଷମାନଙ୍କ ସଂଖ୍ୟା 40,500 ଥିଲେ।


ତାଙ୍କର ସୈନ୍ୟବାହିନୀର ସାମର୍ଥ୍ୟ 45,650


ଗା‌ଦ୍‌ ବଂଶଧର ସେମାନଙ୍କର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ୟା, ଯେଉଁମାନେ କୋଡ଼ିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ୟ ବିଭାଗରେ ଯୋଗଦେବା ପାଇଁ ଯୋଗ୍ୟ, ସେମାନଙ୍କର ତାଲିକାଭୁକ୍ତ କରାଗଲା।


ଯିହୁଦା ବଂଶଧର ସେମାନଙ୍କର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ୟା, ଯେଉଁମାନେ କୋଡ଼ିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ୟ ବିଭାଗରେ ଯୋଗଦେବା ପାଇଁ ଯୋଗ୍ୟ, ସେମାନଙ୍କର ତାଲିକାଭୁକ୍ତ କରାଗଲା।


Swiv nou:

Piblisite


Piblisite