Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 1:26 - ପବିତ୍ର ବାଇବଲ

26 ଯିହୁଦା ବଂଶଧର ସେମାନଙ୍କର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ୟା, ଯେଉଁମାନେ କୋଡ଼ିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ୟ ବିଭାଗରେ ଯୋଗଦେବା ପାଇଁ ଯୋଗ୍ୟ, ସେମାନଙ୍କର ତାଲିକାଭୁକ୍ତ କରାଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଯିହୁଦା-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;

Gade chapit la Kopi

ଓଡିଆ ବାଇବେଲ

26 ଯିହୁଦା-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଯିହୁଦା-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;

Gade chapit la Kopi




ଗଣନା ପୁସ୍ତକ 1:26
12 Referans Kwoze  

ଏହା ପରେ ଲେୟା ଅନ୍ୟ ଏକ ସନ୍ତାନ ଜନ୍ମ ଦେଲେ। ସେ ତାହାର ନାମ ଦେଲେ ଯିହୁଦା, ସେ କହିଲେ, “ବର୍ତ୍ତମାନ ମୁଁ ସଦାପ୍ରଭୁଙ୍କର ପ୍ରଶଂସା କରିବି।” ଏହା ପରେ ଲେୟା ପିଲା ଜନ୍ମ କରିବା ବନ୍ଦ କରିଦେଲେ।


ଯୋୟାବ ରାଜାଙ୍କୁ ଗଣନାର ଚିଠା ଦେଲେ। ଇସ୍ରାଏଲରେ ‌‌ଖ‌ଡ଼୍‌ଗଧାରୀ 800,000 ବଳବାନ ଲୋକ ଓ ଯିହୁଦାର 500,000 ଲୋକ ଥିଲେ।


ଅବ୍ରହାମ ଇ‌‌ସ୍‌‌ହାକଙ୍କ ବାପା। ଇ‌‌ସ୍‌‌ହାକ ଯାକୁବଙ୍କ ବାପା। ଯାକୁବ, ଯିହୂଦା ଓ ତାହାଙ୍କ ଭାଇମାନଙ୍କର ବାପା।


ଯିହୁଦାର ପୁତ୍ର, ଏର, ଓନନ୍, ଶେଲା, ପେରସ୍ ଓ ସେରହ। କିନ୍ତୁ ଏର ଏବଂ ଓନନ୍ କିଣାନ ଦେଶରେ ମରିଥିଲେ, ପେରସର ପୁତ୍ର ହିଷ୍ରୋନ୍ ଓ ହାମୂଲ ଥିଲେ।


ଗାଦ୍ ଗୋଷ୍ଠୀର ପୁରୁଷ ଲୋକମାନଙ୍କ ମୋଟ ସଂଖ୍ୟା 45,650


ଯିହୁଦା ଗୋଷ୍ଠୀର ପୁରୁଷ ଲୋକମାନଙ୍କ ମୋଟ ସଂଖ୍ୟା 74,600


ନାଁ, ପରମେଶ୍ୱର ଯିହୁଦା ଗୋଷ୍ଠୀକୁ ମନୋନୀତ କଲେ ଓ ଆପଣାର ପ୍ରିୟ ସିୟୋନ ପର୍ବତକୁ ମନୋନୀତ କଲେ।


Swiv nou:

Piblisite


Piblisite