Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 1:28 - ପବିତ୍ର ବାଇବଲ

28 ଇଷାଖର ବଂଶଧର ସେମାନଙ୍କର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ୟା, ଯେଉଁମାନେ କୋଡ଼ିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ୟ ବିଭାଗରେ ଯୋଗଦେବା ପାଇଁ ଯୋଗ୍ୟ, ସେମାନଙ୍କର ତାଲିକାଭୁକ୍ତ କରାଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ଇଷାଖର-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;

Gade chapit la Kopi

ଓଡିଆ ବାଇବେଲ

28 ଇଷାଖର-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଇଷାଖର-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;

Gade chapit la Kopi




ଗଣନା ପୁସ୍ତକ 1:28
8 Referans Kwoze  

ଇଷାଖରର ପୁତ୍ର: ତୋଲୟ, ପୂୟ, ଯୋବ ଓ ଶିମ୍ରୋନ୍।


ଲେୟା କହିଲେ, “ମୁଁ ସ୍ୱାମୀ ପାଇଁ ଆପଣା ଦାସୀକୁ ଦେଇଥିଲି, ପରମେଶ୍ୱର ତାହାର ବର୍ତ୍ତନ ମୋତେ ଦେଇଛନ୍ତି।” ଏଥିପାଇଁ ସେ ତାହାର ନାମ ଇଷାଖର ରଖିଲେ।


ଯିହୁଦା ଗୋଷ୍ଠୀର ପୁରୁଷ ଲୋକମାନଙ୍କ ମୋଟ ସଂଖ୍ୟା 74,600


ଇଷାଖର ଗୋଷ୍ଠୀର ପୁରୁଷ ଲୋକମାନଙ୍କ ମୋଟ ସଂଖ୍ୟା 54,400


Swiv nou:

Piblisite


Piblisite