Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 1:30 - ପବିତ୍ର ବାଇବଲ

30 ସବୂଲୂନ ବଂଶଧର ସେମାନଙ୍କର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ୟା, ଯେଉଁମାନେ କୋଡ଼ିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ୟ ବିଭାଗରେ ଯୋଗଦେବା ପାଇଁ ଯୋଗ୍ୟ, ସେମାନଙ୍କର ତାଲିକାଭୁକ୍ତ କରାଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ସବୂଲୂନ୍-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;

Gade chapit la Kopi

ଓଡିଆ ବାଇବେଲ

30 ସବୂଲୂନ-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ସବୂଲୂନ-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;

Gade chapit la Kopi




ଗଣନା ପୁସ୍ତକ 1:30
7 Referans Kwoze  

“ସବୂଲୂନ୍ ସମୁଦ୍ର କୂଳରେ ବାସ କରିବ। ସେ ଜାହାଜର ଆଶ୍ରିତ ବନ୍ଦର ହେବ। ପୁଣି ସୀଦୋନ ପର୍ଯ୍ୟନ୍ତ ତାହାର ଅଧିକାର ସୀମା ହେବ।


ସବଲୂନର ପୁତ୍ର, ସେରଦ, ଏଲୋନ୍ ଓ ଯହଲେଲ।


ଲେୟା କହିଲେ, “ପରମେଶ୍ୱର ମୋତେ ଏକ ସୁନ୍ଦର ଉପହାର ଦେଲେ। ବର୍ତ୍ତମାନ ଯାକୁବ ମୋତେ ସମାଦର କରିବେ। କାରଣ ମୁଁ ତାଙ୍କୁ ଛଅଟି ପୁତ୍ର ଦେଇଅଛି।” ତେଣୁ ଲେୟା ତାହାର ନାମ ସବୂଲୂନ୍ ଦେଲେ।


ଇଷାଖର ଗୋଷ୍ଠୀର ପୁରୁଷ ଲୋକମାନଙ୍କ ମୋଟ ସଂଖ୍ୟା 54,400


ସବୂଲୂନ ଗୋଷ୍ଠୀର ପୁରୁଷ ଲୋକମାନଙ୍କ ମୋଟ ସଂଖ୍ୟା 57,400


Swiv nou:

Piblisite


Piblisite