Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 1:32 - ପବିତ୍ର ବାଇବଲ

32 ଇଫ୍ରୟିମଙ୍କର ବଂଶଧର ସେମାନଙ୍କର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ୟା, ଯେଉଁମାନେ କୋଡ଼ିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ୟ ବିଭାଗରେ ଯୋଗଦେବା ପାଇଁ ଯୋଗ୍ୟ, ସେମାନଙ୍କର ତାଲିକାଭୁକ୍ତ କରାଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ଯୋଷେଫ-ସନ୍ତାନଗଣର, ଯଥା, ଇଫ୍ରୟିମ-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;

Gade chapit la Kopi

ଓଡିଆ ବାଇବେଲ

32 ଯୋଷେଫ-ସନ୍ତାନଗଣର, ଯଥା, ଇଫ୍ରୟିମ ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଯୋଷେଫ-ସନ୍ତାନଗଣର, ଯଥା, ଇଫ୍ରୟିମ-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;

Gade chapit la Kopi




ଗଣନା ପୁସ୍ତକ 1:32
14 Referans Kwoze  

ଯୋଷେଫ ହେଉଛନ୍ତି, ଶକ୍ତିଶାଳୀ ବୃଷଭ ପରି। ତାଙ୍କର ଦୁଇପୁତ୍ର ତାଙ୍କର ଶିଙ୍ଗ ସଦୃଶ। ସେମାନେ ଅନ୍ୟ ଲୋକମାନଙ୍କୁ ଆକ୍ରମଣ କରିବେ ଏବଂ ପୃଥିବୀର ଶେଷ ସୀମାକୁ ସେମାନଙ୍କୁ ତଡ଼ି ଦେବେ। ସେମାନେ ମନଃଶିର ହଜାର ହଜାର ଲୋକପରି, ଇଫ୍ରୟିମଙ୍କ ଦଶହଜାର ଲୋକଙ୍କ ତୁଲ୍ୟ।”


ମିଶରରେ ଯୋଷେଫଙ୍କର ଦୁଇ ପୁତ୍ର ଥିଲେ। ମନଃଶି ଓ ଇଫ୍ରୟିମ। ଯୋଷେଫଙ୍କ ସ୍ତ୍ରୀ ଆସନତ, ସେମାନଙ୍କୁ ଜନ୍ମ କରିଥିଲେ। ଯିଏ ଓନ୍ ନଗରସ୍ଥ ପୋଟୀଫର ଯାଜକର କନ୍ୟା ଥିଲେ।


ସେ ମଧ୍ୟ କହିଲେ, ପରମେଶ୍ୱର ମୋତେ ଆଉ ଗୋଟିଏ ପୁତ୍ର ଅଧିକ ଦିଅନ୍ତୁ।” ସେଥିପାଇଁ ରାହେଲ ତା'ର ନାମ ଯୋଷେଫ ରଖିଲେ।


ସବୂଲୂନ ଗୋଷ୍ଠୀର ପୁରୁଷ ଲୋକମାନଙ୍କ ମୋଟ ସଂଖ୍ୟା 57,400


ଇଫ୍ରୟିମ ଗୋଷ୍ଠୀର ପୁରୁଷ ଲୋକମାନଙ୍କ ମୋଟ ସଂଖ୍ୟା 40,500


ମୋଶା ଯୋଷେଫଙ୍କ ବିଷୟରେ କହିଲେ, “ସଦାପ୍ରଭୁ, ଯୋଷେଫଙ୍କର ଭୂମିକୁ ଆଶୀର୍ବାଦ କରନ୍ତୁ। ସଦାପ୍ରଭୁ ଆକାଶରୁ ଶିଶିର ବିନ୍ଦୁ ଓ ଧରଣୀ ଗଭୀରକୁ ତାଙ୍କର ଭୂମି ଯଥେଷ୍ଟ ପାଣି ପାଉ ଓ ତାଙ୍କର କ୍ଷେତ୍ରଗୁଡ଼ିକ ବାରିଧିରେ ପରିପୂର୍ଣ୍ଣ କରନ୍ତୁ।


ଯେପରି ଇଫ୍ରୟିମରୁ ତୁମ୍ଭମାନଙ୍କର ଭାଇମାନଙ୍କୁ ତଡ଼ି ନେଇଥିଲୁ, ସେହିପରି ତୁମ୍ଭମାନଙ୍କୁ ଆମ୍ଭ ଦୃଷ୍ଟିରୁ ଦୂରେଇ ଦେବା।’


ଦକ୍ଷିଣର ଲୋକେ ଏଷୌର ପର୍ବତ ଉପରେ ବଞ୍ଚି ରହିବେ। ପାହାଡ଼ର ପାଦ ଦେଶରେ ଥିବା ଲୋକେ ପଲେଷ୍ଟୀୟ ରାଜ୍ୟ ଦଖଲ କରିବେ। ସେହି ଲୋକମାନେ ଇଫ୍ରୟିମ ଓ ଶମରିୟାର ରାଜ୍ୟରେ ବାସ କରିବେ। ବିନ୍ୟାମୀନ ଗିଲିୟଦ ଅଧିକାର କରିବେ।


Swiv nou:

Piblisite


Piblisite