Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 1:34 - ପବିତ୍ର ବାଇବଲ

34 ମନଃଶି ବଂଶଧର ସେମାନଙ୍କର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ୟା, ଯେଉଁମାନେ କୋଡ଼ିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ୟ ବିଭାଗରେ ଯୋଗଦେବା ପାଇଁ ଯୋଗ୍ୟ, ସେମାନଙ୍କର ତାଲିକାଭୁକ୍ତ କରାଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

34 ମନଃଶି-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;

Gade chapit la Kopi

ଓଡିଆ ବାଇବେଲ

34 ମନଃଶି-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ମନଃଶି-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;

Gade chapit la Kopi




ଗଣନା ପୁସ୍ତକ 1:34
3 Referans Kwoze  

ଇଫ୍ରୟିମ ଗୋଷ୍ଠୀର ପୁରୁଷ ଲୋକମାନଙ୍କ ମୋଟ ସଂଖ୍ୟା 40,500


ମନଃଶି ଗୋଷ୍ଠୀର ପୁରୁଷ ଲୋକମାନଙ୍କ ମୋଟ ସଂଖ୍ୟା 32,200


Swiv nou:

Piblisite


Piblisite