Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 1:36 - ପବିତ୍ର ବାଇବଲ

36 ବିନ୍ୟାମୀନ ବଂଶଧର ସେମାନଙ୍କର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ୟା, ଯେଉଁମାନେ କୋଡ଼ିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ୟ ବିଭାଗରେ ଯୋଗଦେବା ପାଇଁ ଯୋଗ୍ୟ, ସେମାନଙ୍କର ତାଲିକାଭୁକ୍ତ କରାଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ବିନ୍ୟାମିନ-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମ ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;

Gade chapit la Kopi

ଓଡିଆ ବାଇବେଲ

36 ବିନ୍ୟାମୀନ୍-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ବିନ୍ୟାମୀନ୍-ସନ୍ତାନଗଣର ବଂଶ, ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;

Gade chapit la Kopi




ଗଣନା ପୁସ୍ତକ 1:36
10 Referans Kwoze  

“ବିନ୍ୟାମୀନ ଏକ ଭୋକିଲା ଗଧିଆ ତୁଲ୍ୟ। ପ୍ରଭାତରେ ସେ ଶିକାର କରି ଖାଏ। ଅବଶିଷ୍ଟାଂଶ ସନ୍ଧ୍ୟାରେ ସେ ଦୁହେଁ ଭାଗ କରନ୍ତି।”


ସବୁଲୂନ୍ ପରିବାରବର୍ଗରୁ 12,000 ଯୋଷେଫ ପରିବାରବର୍ଗରୁ 12,000 ବିନ୍ୟାମିନ ପରିବାରବର୍ଗରୁ 12,000


ବିନ୍ୟାମୀନ୍ ଗୋଷ୍ଠୀର ଏହିମାନେ ସେନାଧ୍ୟକ୍ଷ ଥିଲେ: ଇଲିୟାଦାଙ୍କର 200,000 ଜଣ ସୈନ୍ୟ ଥିଲେ, ଯେଉଁମାନେ ଧନୁ, ତୀର ଓ ଢାଲ ବ୍ୟବହାର କରୁଥିଲେ। ଇଲିୟାଦା ଜଣେ ଅତି ସାହସୀ ସୈନ୍ୟ ଥିଲେ।


ବିନ୍ୟାମୀନର ପୁତ୍ରମାନେ ଥିଲେ, ବେଲା, ବେଖର, ଅସବେଲ, ଗେରା, ନାମନ, ଏହୀ, ରୋଶ, ମୁ‌ପ୍‌ପୀମ, ହୁ‌ପ୍‌ପୀମ ଓ ଅର୍ଦ।


ଆମ୍ଭେ ଆପଣଙ୍କୁ ଉତ୍ତର କରିଥିଲୁ, ‘ହଁ, ଆମ୍ଭର ଏକ ପିତା ଅଛନ୍ତି, ସେ ବୃଦ୍ଧ। ଏବଂ ଆମ୍ଭର ଗୋଟିଏ ସାନ ଭାଇ ଥିଲା ଯାହାକୁ ଆମ୍ଭର ପିତା ଅତ୍ୟନ୍ତ ପ୍ରେମ କରୁଥିଲେ। କାରଣ ସେ ପିତାଙ୍କର ବାର୍ଦ୍ଧକ୍ୟ କାଳରେ ଜନ୍ମ ନେଇଥିଲା। ସେହି କନିଷ୍ଠ ମାତ୍ର ତାହାର ସହୋଦର ମରିଅଛି। ତେଣୁ ବିନ୍ୟାମୀନ ହେଉଛି ସେହି ଭାଇ ଯିଏ ଏକ ମା’ର ସନ୍ତାନ। ଆମ୍ଭର ପିତା ମଧ୍ୟ ତାକୁ ଅତ୍ୟନ୍ତ ଭଲପାନ୍ତି।’


ମନଃଶି ଗୋଷ୍ଠୀର ପୁରୁଷ ଲୋକମାନଙ୍କ ମୋଟ ସଂଖ୍ୟା 32,200


ବିନ୍ୟାମୀନ ଗୋଷ୍ଠୀର ପୁରୁଷ ଲୋକମାନଙ୍କ ମୋଟ ସଂଖ୍ୟା 35,400


ସେହି ଦିନ ନଗରମାନଙ୍କରୁ ଆସନ୍ତା ବିନ୍ୟାମୀନ ସନ୍ତାନଗଣର 26,000 ‌‌ଖ‌ଡ଼୍‌ଗଧାରୀ ଲୋକ ଗଣିତ ହେଲେ। ଏହାଛଡ଼ା ଗିବିୟା ବାସୀ ଲୋକମାନଙ୍କର 700 ବଛା ବଛା ଲୋକ ଗଣିତ ହେଲେ।


Swiv nou:

Piblisite


Piblisite