Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 1:44 - ପବିତ୍ର ବାଇବଲ

44 ମୋଶା, ହାରୋଣ ଓ ଇସ୍ରାଏଲର ବାର ଜଣ ଅଧିପତି ଏହି ଲୋକମାନଙ୍କୁ ଗଣନା କଲେ। ପ୍ରତ୍ୟେକ ପିତୃଗୃହ ନିମନ୍ତେ ଜଣେ ଜଣେ ଅଧିପତି ସେମାନଙ୍କୁ ଗଣନା କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

44 ଏହି ଲୋକମାନେ ଗଣିତ ହେଲେ; ମୋଶା ଓ ହାରୋଣ ଓ ଇସ୍ରାଏଲର ବାର ଜଣ ଅଧିପତି, ଅର୍ଥାତ୍; ଏକ ଏକ ପିତୃଗୃହ ନିମନ୍ତେ ଏକ ଏକ ଅଧିପତି ସେମାନଙ୍କୁ ଗଣନା କଲେ।

Gade chapit la Kopi

ଓଡିଆ ବାଇବେଲ

44 ଏହି ଲୋକମାନେ ଗଣିତ ହେଲେ; ମୋଶା, ହାରୋଣ ଓ ଇସ୍ରାଏଲର ବାର ଜଣ ଅଧିପତି, ଅର୍ଥାତ୍‍, ଏକ ଏକ ପିତୃଗୃହ ନିମନ୍ତେ ଏକ ଏକ ଅଧିପତି ସେମାନଙ୍କୁ ଗଣନା କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

44 ଏହି ଲୋକମାନେ ଗଣିତ ହେଲେ; ମୋଶା, ହାରୋଣ ଓ ଇସ୍ରାଏଲର ବାର ଜଣ ଅଧିପତି, ଅର୍ଥାତ୍‍, ଏକ ଏକ ପିତୃଗୃହ ନିମନ୍ତେ ଏକ ଏକ ଅଧିପତି ସେମାନଙ୍କୁ ଗଣନା କଲେ।

Gade chapit la Kopi




ଗଣନା ପୁସ୍ତକ 1:44
5 Referans Kwoze  

ମାତ୍ର ସୀନୟ ମରୁଭୂମିରେ ଇସ୍ରାଏଲ ଲୋକମାନଙ୍କର ଗଣନାକାରୀ ମୋଶା ଓ ହାରୋଣ ଯାଜକ ଦ୍ୱାରା ଯେଉଁମାନେ ଗଣିତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ହେଲେ ଏମାନଙ୍କ ମଧ୍ୟରେ ନ ଥିଲା। ସେହି ଲୋକମାନେ ସମସ୍ତେ ମୃତ୍ୟୁବରଣ କରିଥିଲେ।


ନପ୍ତାଲି ଗୋଷ୍ଠୀର ପୁରୁଷ ଲୋକମାନଙ୍କ ମୋଟ ସଂଖ୍ୟା 53,400


ଏହିରୂପେ ଇସ୍ରାଏଲର ସମସ୍ତ ଲୋକ କୋଡ଼ିଏ ବର୍ଷ ଏବଂ ତହିଁରୁ ଅଧିକ ସନ୍ତାନଗଣ ନିଜ ନିଜ ପିତୃଗୃହ ଅନୁସାରେ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବା ଯୋଗ୍ୟ, ସେମାନଙ୍କର ତାଲିକାଭୁକ୍ତ କରାଗଲା।


ଯୋୟାବ ରାଜାଙ୍କୁ ଗଣନାର ଚିଠା ଦେଲେ। ଇସ୍ରାଏଲରେ ‌‌ଖ‌ଡ଼୍‌ଗଧାରୀ 800,000 ବଳବାନ ଲୋକ ଓ ଯିହୁଦାର 500,000 ଲୋକ ଥିଲେ।


Swiv nou:

Piblisite


Piblisite