Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 1:45 - ପବିତ୍ର ବାଇବଲ

45 ଏହିରୂପେ ଇସ୍ରାଏଲର ସମସ୍ତ ଲୋକ କୋଡ଼ିଏ ବର୍ଷ ଏବଂ ତହିଁରୁ ଅଧିକ ସନ୍ତାନଗଣ ନିଜ ନିଜ ପିତୃଗୃହ ଅନୁସାରେ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବା ଯୋଗ୍ୟ, ସେମାନଙ୍କର ତାଲିକାଭୁକ୍ତ କରାଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

45 ଏହିରୂପେ ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ପିତୃ-ଗୃହାନୁସାରେ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନେ ଗଣିତ ହେଲେ।

Gade chapit la Kopi

ଓଡିଆ ବାଇବେଲ

45 ଏହିରୂପେ ଇସ୍ରାଏଲ ସନ୍ତାନଗଣ ଆପଣା ଆପଣା ପିତୃଗୃହାନୁସାରେ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନେ ଗଣିତ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

45 ଏହିରୂପେ ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ପିତୃଗୃହାନୁସାରେ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନେ ଗଣିତ ହେଲେ।

Gade chapit la Kopi




ଗଣନା ପୁସ୍ତକ 1:45
3 Referans Kwoze  

ମୋଶା, ହାରୋଣ ଓ ଇସ୍ରାଏଲର ବାର ଜଣ ଅଧିପତି ଏହି ଲୋକମାନଙ୍କୁ ଗଣନା କଲେ। ପ୍ରତ୍ୟେକ ପିତୃଗୃହ ନିମନ୍ତେ ଜଣେ ଜଣେ ଅଧିପତି ସେମାନଙ୍କୁ ଗଣନା କଲେ।


ଗଣନା ଅନୁସାରେ ସମସ୍ତ ମନୁଷ୍ୟଙ୍କ ସଂଖ୍ୟା 603,550 ହୋଲା।


ତୁମ୍ଭେମାନେ ଏହି ମରୁଭୂମି ମଧ୍ୟରେ ମରିବ। କୋଡ଼ିଏ ବର୍ଷରୁ ଅଧିକ ବୟସ୍କ ତୁମ୍ଭମାନଙ୍କ ମଧ୍ୟରୁ ଗଣ୍ୟ ହୋଇଥିବା ଲୋକମାନେ ସମ୍ପୂର୍ଣ୍ଣ ସଂଖ୍ୟା ଅନୁସାରେ ଯେଉଁମାନେ ମୋ’ ବିରୁଦ୍ଧରେ ଅଭିଯୋଗ କରିଛନ୍ତି, ସମସ୍ତେ ମରିବେ।


Swiv nou:

Piblisite


Piblisite