Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 1:52 - ପବିତ୍ର ବାଇବଲ

52 ଇସ୍ରାଏଲୀୟ ଲୋକମାନେ ସେମାନଙ୍କର ଶିବିର ଅଲଗା ଅଲଗା ଦଳରେ ବିଭକ୍ତ କଲେ। ପ୍ରତ୍ୟେକର ନିଜ ଧ୍ୱଜା ରହିବା ଉଚିତ୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

52 ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ସୈନ୍ୟାନୁସାରେ ଆପଣା ଆପଣା ଛାଉଣିରେ ଆପଣା ଆପଣା ଧ୍ଵଜା ନିକଟରେ ତମ୍ଵୁ ସ୍ଥାପନ କରିବେ।

Gade chapit la Kopi

ଓଡିଆ ବାଇବେଲ

52 ଇସ୍ରାଏଲ ସନ୍ତାନଗଣ ଆପଣା ଆପଣା ସୈନ୍ୟାନୁସାରେ ଆପଣା ଆପଣା ଛାଉଣିରେ ଆପଣା ଆପଣା ଧ୍ୱଜା ନିକଟରେ ତମ୍ବୁ ସ୍ଥାପନ କରିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

52 ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ସୈନ୍ୟାନୁସାରେ ଆପଣା ଆପଣା ଛାଉଣିରେ ଆପଣା ଆପଣା ଧ୍ୱଜା ନିକଟରେ ତମ୍ବୁ ସ୍ଥାପନ କରିବେ।

Gade chapit la Kopi




ଗଣନା ପୁସ୍ତକ 1:52
4 Referans Kwoze  

“ଇସ୍ରାଏଲର ଲୋକମାନେ ସମାଗମ-ତମ୍ବୁର ଚତୁର୍ଦ୍ଦିଗରେ ଛାଉଣି ସ୍ଥାପନ କରିବେ। ପ୍ରତ୍ୟେକ ଦଳରେ ତାଙ୍କ ନିଜ ଦଳର ଧ୍ୱଜା ରହିବ। ଏବଂ ପ୍ରତ୍ୟେକ ବ୍ୟକ୍ତିର ପାଖରେ ତା'ର ଦଳର ଧ୍ୱଜା ପାଖରେ ଛାଉଣି ସ୍ଥାପନ କରିବ।


ମୋଶାଙ୍କୁ ସଦାପ୍ରଭୁ ଯାହା ଆଜ୍ଞା ଦେଇଥିଲେ, ଇସ୍ରାଏଲର ଲୋକମାନେ ସେ ସମସ୍ତ କଲେ। ସେମାନେ ନିଜ ନିଜ ବଂଶ ନିକଟରେ ନିଜ ନିଜ ପିତୃଗୃହ ଅନୁସାରେ ଓ ଆପଣା ଧ୍ୱଜା ନିକଟରେ ଛାଉଣି ସ୍ଥାପନ କଲେ ଓ ସେହିପରି ସେମାନେ ଅଗ୍ରସର ହେଲେ।


ବିଲିୟମ ଦେଖିଲା ଯେ, ଇସ୍ରାଏଲର ଲୋକମାନେ ସେମାନଙ୍କର ପରିବାରବର୍ଗ ଅନୁସାରେ ରହିଲେ। ତା'ପରେ ପରମେଶ୍ୱରଙ୍କର ଆତ୍ମା ବିଲିୟମ ଉପରକୁ ଆସିଲା।


Swiv nou:

Piblisite


Piblisite