Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 1:6 - ପବିତ୍ର ବାଇବଲ

6 ଶିମିୟୋନ ପରିବାରବର୍ଗର, ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଶିମୀୟୋନ ବଂଶର ସୂରୀସଦ୍ଦୟର ପୁତ୍ର ଶଲୁମୀୟେଲ୍।

Gade chapit la Kopi

ଓଡିଆ ବାଇବେଲ

6 ଶିମୀୟୋନ ବଂଶର ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଶିମୀୟୋନ ବଂଶର ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ।

Gade chapit la Kopi




ଗଣନା ପୁସ୍ତକ 1:6
5 Referans Kwoze  

“ରୁବେ‌ନ୍‌ର ଗୋଷ୍ଠୀ ଛାଉଣି ପାଖରେ ଶିମିୟୋନ ପରିବାରବର୍ଗ ଛାଉଣି ସ୍ଥାପନ କରିବେ ଓ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମିୟୋନ ଲୋକମାନଙ୍କର ଅଧିପତି ହେବ।


ଆଉ ଯେଉଁମାନେ ତୁମ୍ଭମାନଙ୍କର ସହକାରୀ ହେବେ, ସେମାନଙ୍କର ନାମ ଏହି; ଯଥା: ରୁବେନ୍ ପରିବାରବର୍ଗର ଶଦେୟରର ପୁତ୍ର ଇଲୀଷୂର।


ଯିହୁଦା ପରିବାରବର୍ଗର, ଅମ୍ମୀନାଦବର ପୁତ୍ର ନହଶୋନ।


ତା'ପରେ ଆସିଲେ ଶିମିୟୋନ ସନ୍ତାନଗଣର ବଂଶ ଓ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ସେମାନଙ୍କର ଅଧିନାୟକ ଥିଲେ।


Swiv nou:

Piblisite


Piblisite