Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 10:11 - ପବିତ୍ର ବାଇବଲ

11 ଆଉ ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସର ବିଂଶତମ ଦିନରେ ସେହି ମେଘ ସାକ୍ଷ୍ୟରୂପ ପବିତ୍ର ତମ୍ବୁ ଉପରୁ ନିଆଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଆଉ ଦ୍ଵିତୀୟ ବର୍ଷର ଦ୍ଵିତୀୟ ମାସର କୋଡ଼ିଏ ଦିନରେ ସେହି ମେଘ ସାକ୍ଷ୍ୟରୂପ ଆବାସ ଉପରୁ ନିଆଗଲା।

Gade chapit la Kopi

ଓଡିଆ ବାଇବେଲ

11 ଆଉ ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସର କୋଡ଼ିଏ ଦିନରେ ସେହି ମେଘ ସାକ୍ଷ୍ୟରୂପ ଆବାସ ଉପରୁ ନିଆଗଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆଉ ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସର କୋଡ଼ିଏ ଦିନରେ ସେହି ମେଘ ସାକ୍ଷ୍ୟରୂପ ଆବାସ ଉପରୁ ନିଆଗଲା।

Gade chapit la Kopi




ଗଣନା ପୁସ୍ତକ 10:11
8 Referans Kwoze  

ଦ୍ୱିତୀୟ ମାସର ଚତୁର୍ଦ୍ଦଶ ଦିନର ଗୋଧୂଳି ସମୟରେ ସେମାନେ ତାହା ପାଳନ କରିବେ; ସେମାନେ ତାଡ଼ିଶୂନ୍ୟ ରୋଟୀ ଓ ପିତା ଶାଗ ସହିତ ତାହା ଭୋଜନ କରିବେ।


ତହିଁରେ ସେମାନେ ପ୍ରଥମ ମାସ ଚତୁର୍ଦ୍ଦଶ ଦିନର ଗୋଧୂଳି ସମୟରେ ସୀନୟ ମରୁଭୂମିରେ ନିସ୍ତାରପର୍ବ ପାଳନ କଲେ, ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ ତଦନୁସାରେ ଇସ୍ରାଏଲର ଲୋକମାନେ ସବୁ କାର୍ଯ୍ୟ କଲେ।


ଅନନ୍ତର ଲୋକମାନେ ମିଶର ଦେଶରୁ ବାହାରି ଆସିବାର ଦ୍ୱିତୀୟ ବର୍ଷର ପ୍ରଥମ ମାସରେ ସୀନୟ ମରୁଭୂମିରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସ ପ୍ରଥମ ଦିନରେ ଇସ୍ରାଏଲର ଲୋକମାନେ ମିଶର ଛାଡ଼ିଲାପରେ, ସଦାପ୍ରଭୁ ସୀନୟ ମରୁଭୂମିରେ ସମାଗମ-ତମ୍ବୁ ମଧ୍ୟରେ ମେଶାଙ୍କୁ କହିଲେ,


ଦ୍ୱିତୀୟ ବର୍ଷର ମାସର ପ୍ରଥମ ଦିନରେ ପବିତ୍ର ତମ୍ବୁ ସ୍ଥାପିତ ହୋଇଥିଲା।


“ପ୍ରଥମ ମାସର ପ୍ରଥମ ଦିନରେ ସମାଗମ-ତମ୍ବୁର ପବିତ୍ର ତମ୍ବୁ ସ୍ଥାପନ କର।


“ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ହୋରେବରେ କହିଥିଲେ। ସେ କହିଲେ, ‘ତୁମ୍ଭେମାନେ ଏହି ପର୍ବତରେ ଯଥେଷ୍ଟ ସମୟ ବାସ କରିଅଛ।


Swiv nou:

Piblisite


Piblisite