Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 10:18 - ପବିତ୍ର ବାଇବଲ

18 ତା'ପରେ ରୁବେନ୍ ଗୋଷ୍ଠୀର ବିଭାଗର ଧ୍ୱଜା ଚଳିଲା। ପୁଣି ଶଦେୟରର ପୁତ୍ର ଇଲୀଷୂର ସେମାନଙ୍କର ଅଧିନାୟକ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ତହୁଁ ରୁବେନ-ଛାଉଣିର ଧ୍ଵଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି ଶଦେୟରର ପୁତ୍ର ଇଲୀଷୂର ସେମାନଙ୍କ ସୈନ୍ୟ ଉପରେ ଥିଲା।

Gade chapit la Kopi

ଓଡିଆ ବାଇବେଲ

18 ତହୁଁ ରୁବେନ୍‍-ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି, ଶଦେୟରର ପୁତ୍ର ଇଲୀଷୂର ସେମାନଙ୍କ ସୈନ୍ୟ ଉପରେ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ତହୁଁ ରୁବେନ୍‍-ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି, ଶଦେୟରର ପୁତ୍ର ଇଲୀଷୂର ସେମାନଙ୍କ ସୈନ୍ୟ ଉପରେ ଥିଲା।

Gade chapit la Kopi




ଗଣନା ପୁସ୍ତକ 10:18
6 Referans Kwoze  

ଆଉ ଯେଉଁମାନେ ତୁମ୍ଭମାନଙ୍କର ସହକାରୀ ହେବେ, ସେମାନଙ୍କର ନାମ ଏହି; ଯଥା: ରୁବେନ୍ ପରିବାରବର୍ଗର ଶଦେୟରର ପୁତ୍ର ଇଲୀଷୂର।


ପୁଣି ତୁମ୍ଭେମାନେ ଦ୍ୱିତୀୟଥର ତୂରୀ ଅଧା ବଜାଇଲେ ଦକ୍ଷିଣ ଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ। ଏହି କ୍ରମରେ ସେମାନେ ଲୋକମାନଙ୍କର ଯାତ୍ରା ନିମନ୍ତେ ରଣତୂରୀ ବଜାଇବେ।


ତା'ପରେ ଆସିଲେ ଶିମିୟୋନ ସନ୍ତାନଗଣର ବଂଶ ଓ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ସେମାନଙ୍କର ଅଧିନାୟକ ଥିଲେ।


Swiv nou:

Piblisite


Piblisite