Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 10:22 - ପବିତ୍ର ବାଇବଲ

22 ଏଥିଉତ୍ତାରେ ଇଫ୍ରୟିମ ଗୋଷ୍ଠୀର ବିଭାଗର ଧ୍ୱଜା ଚଳିଲା। ଅମ୍ମୀହୂଦର ପୁତ୍ର ଇଲୀଶାମା ସେମାନଙ୍କ ସୈନ୍ୟର ଅଧିନାୟକ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଆଉ ଇଫ୍ରୟିମ-ସନ୍ତାନଗଣର ଛାଉଣିର ଧ୍ଵଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀହୂଦର ପୁତ୍ର ଇଲୀଶାମା ସେମାନଙ୍କ ସୈନ୍ୟ ଉପରେ ଥିଲା।

Gade chapit la Kopi

ଓଡିଆ ବାଇବେଲ

22 ଆଉ ଇଫ୍ରୟିମ-ସନ୍ତାନଗଣର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀହୂଦର ପୁତ୍ର ଇଲୀଶାମା ସେମାନଙ୍କ ସୈନ୍ୟ ଉପରେ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଆଉ ଇଫ୍ରୟିମ-ସନ୍ତାନଗଣର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀହୂଦର ପୁତ୍ର ଇଲୀଶାମା ସେମାନଙ୍କ ସୈନ୍ୟ ଉପରେ ଥିଲା।

Gade chapit la Kopi




ଗଣନା ପୁସ୍ତକ 10:22
7 Referans Kwoze  

ଇଫ୍ରୟିମ ଗୋଷ୍ଠୀର, ଅମ୍ମୀହୂଦର ପୁତ୍ର ଇଲୀଶାମା। ମନଃଶି ବଂଶଧର, ପଦାହସୂରର ପୁତ୍ର ଗମଲିୟେଲ। (ଇଫ୍ରୟିମ ଏବଂ ମନଃଶି ଯୋଷେଫଙ୍କ ପୁତ୍ର ଅଟନ୍ତି)।


କିନ୍ତୁ ତାଙ୍କର ପିତା ଅସମ୍ମତ ହୋଇ କହିଲେ, “ହେ ପୁତ୍ର, ମୁଁ ତାହା ଜାଣେ। ମୁଁ ଜାଣେ ଯେ, ସେ ମଧ୍ୟ ଏକ ଗୋଷ୍ଠୀ ହେବ ଓ ସେ ମହାନ ହେବ। ମାତ୍ର ତୁମ୍ଭର କନିଷ୍ଠ ପୁତ୍ର ତା'ଠାରୁ ଅଧିକ ମହାନ ହେବ ଓ ତାହାର ବଂଶ ବହୁ ଗୋଷ୍ଠୀକ ହେବ।”


ତା'ପରେ ଆସିଲେ ମନଃଶି ଲୋକମାନଙ୍କର ବଂଶ ଓ ସେମାନଙ୍କର ଅଧିନାୟକ ଥିଲେ ପଦାହସୂରର ପୁତ୍ର ଗମଲିୟେଲ।


Swiv nou:

Piblisite


Piblisite