Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 10:23 - ପବିତ୍ର ବାଇବଲ

23 ତା'ପରେ ଆସିଲେ ମନଃଶି ଲୋକମାନଙ୍କର ବଂଶ ଓ ସେମାନଙ୍କର ଅଧିନାୟକ ଥିଲେ ପଦାହସୂରର ପୁତ୍ର ଗମଲିୟେଲ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଆଉ ପଦାହସୂରର ପୁତ୍ର ଗମଲୀୟେଲ ମନଃଶି-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।

Gade chapit la Kopi

ଓଡିଆ ବାଇବେଲ

23 ଆଉ ପଦାହସୂରର ପୁତ୍ର ଗମଲୀୟେଲ ମନଃଶି ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଆଉ ପଦାହସୂରର ପୁତ୍ର ଗମଲୀୟେଲ ମନଃଶି ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।

Gade chapit la Kopi




ଗଣନା ପୁସ୍ତକ 10:23
4 Referans Kwoze  

ଇଫ୍ରୟିମ ଗୋଷ୍ଠୀର, ଅମ୍ମୀହୂଦର ପୁତ୍ର ଇଲୀଶାମା। ମନଃଶି ବଂଶଧର, ପଦାହସୂରର ପୁତ୍ର ଗମଲିୟେଲ। (ଇଫ୍ରୟିମ ଏବଂ ମନଃଶି ଯୋଷେଫଙ୍କ ପୁତ୍ର ଅଟନ୍ତି)।


ଏଥିଉତ୍ତାରେ ଇଫ୍ରୟିମ ଗୋଷ୍ଠୀର ବିଭାଗର ଧ୍ୱଜା ଚଳିଲା। ଅମ୍ମୀହୂଦର ପୁତ୍ର ଇଲୀଶାମା ସେମାନଙ୍କ ସୈନ୍ୟର ଅଧିନାୟକ ଥିଲେ।


ତତ୍ପରେ ବିନ୍ୟାମୀନ ଗୋଷ୍ଠୀ ଆସିଲେ ଓ ଗିଦିୟୋନିର ପୁତ୍ର ଅବୀଦାନ ସେମାନଙ୍କର ଅଧିନାୟକ ଥିଲେ।


Swiv nou:

Piblisite


Piblisite