Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 10:25 - ପବିତ୍ର ବାଇବଲ

25 ଦାନ ଗୋଷ୍ଠୀର ବିଭାଗର ଧ୍ୱଜା ପରେ ଗ୍ଭଳିତ ହେଲା। ସେମାନେ ପଶ୍ଚା‌‌ତ୍‌‌ଭାଗର ପ୍ରହରୀ ଥିଲେ। ଆଉ ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷ ସେମାନଙ୍କର ଅଧିନାୟକ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ତହୁଁ ସମସ୍ତ ଛାଉଣିର ପଶ୍ଚାତ୍ ଦାନ-ସନ୍ତାନଗଣର ଛାଉଣିର ଧ୍ଵଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ସେମାନଙ୍କ ସୈନ୍ୟ ଉପରେ ଥିଲା।

Gade chapit la Kopi

ଓଡିଆ ବାଇବେଲ

25 ତହୁଁ ସମସ୍ତ ଛାଉଣିର ପଶ୍ଚାତ୍‍ ଦାନ୍-ସନ୍ତାନଗଣଙ୍କର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ସେମାନଙ୍କ ସୈନ୍ୟ ଉପରେ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ତହୁଁ ସମସ୍ତ ଛାଉଣିର ପଶ୍ଚାତ୍‍ ଦାନ୍-ସନ୍ତାନଗଣଙ୍କର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ସେମାନଙ୍କ ସୈନ୍ୟ ଉପରେ ଥିଲା।

Gade chapit la Kopi




ଗଣନା ପୁସ୍ତକ 10:25
12 Referans Kwoze  

ସୈନ୍ୟମାନେ ସେମାନଙ୍କର ଅସ୍ତ୍ରଶସ୍ତ୍ର ସହ ଯେଉଁ ଯାଜକମାନେ ମେଷ ତୂରୀ ବଜାଉଥିଲେ ସେମାନଙ୍କର ସମ୍ମୁଖରେ ଗ୍ଭଲିଲେ। ପ୍ରହରୀଗଣ ପବିତ୍ର ନିୟମ-ସିନ୍ଦୁକ ପଛେ ପଛେ ଗ୍ଭଲିଲେ। ସେମାନେ ଏହିପରି ଭାବରେ ଅବିରତ ମେଷ ତୂରୀ ବଜାଇ ସହର ପରିକ୍ରମଣ କଲେ।


ଦାନ ପରିବାରବର୍ଗର ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର।


ଏହାକଲେ ଅରୁଣସଦୃଶ ତୁମ୍ଭର ଦୀପ୍ତି ପ୍ରକାଶ ପାଇବ ଓ ତୁମ୍ଭର ଆରୋଗ୍ୟ ଶୀଘ୍ର ଅଙ୍କୁରିତ ହେବ। ପୁଣି ତୁମ୍ଭର ‘ଧର୍ମ’ ତୁମ୍ଭର ସମ୍ମୁଖବର୍ତ୍ତୀ ହେବ ଓ ସଦାପ୍ରଭୁଙ୍କର ମହିମା ତୁମ୍ଭର ପଶ୍ଚା‌ତ୍‌ବର୍ତ୍ତୀ ହେବ।


ତୁମ୍ଭେମାନେ ତରତର ହୋଇ ଯାଅ ନାହିଁ କିମ୍ବା ତୁମ୍ଭେମାନେ ପଳାତକପରି ପଳାୟନ କରିବ ନାହିଁ। ସଦାପ୍ରଭୁ ତୁମ୍ଭମାନଙ୍କର ଆଗେ ଆଗେ ଗମନ କରିବେ, ଇସ୍ରାଏଲର ପରମେଶ୍ୱର ତୁମ୍ଭମାନଙ୍କର ଅନୁସରଣ କରିବେ।


ତତ୍ପରେ ବିନ୍ୟାମୀନ ଗୋଷ୍ଠୀ ଆସିଲେ ଓ ଗିଦିୟୋନିର ପୁତ୍ର ଅବୀଦାନ ସେମାନଙ୍କର ଅଧିନାୟକ ଥିଲେ।


ତା'ପରେ ଆସିଲେ ଆଶେର ଲୋକମାନଙ୍କର ବଂଶ ଓ ଅକ୍ରଣର ପୁତ୍ର ପଗୀୟେଲ ତାଙ୍କର ସେନାଧ୍ୟକ୍ଷ ଥିଲେ।


ଏବଂ ସାତ ଜଣ ଯାଜକ ପବିତ୍ର ସିନ୍ଦୁକ ଆଗରେ ମେଷ ତୂରୀରେ ତିଆରି ତୂରୀ ବଜାଇ ବଜାଇ ଗ୍ଭଲିଲେ। ସଶସ୍ତ୍ର ସୈନିକମାନେ ମଧ୍ୟ ସେମାନଙ୍କ ଆଗରେ ଗ୍ଭଲିଲେ। ପଛପଟର ପ୍ରହରୀମାନେ ପବିତ୍ର ସିନ୍ଦୁକ ପଛେ ପଛେ ଗ୍ଭଲିଲେ। ଏହିପରି ଭାବରେ ସେମାନେ ଅବିରତ ଭାବେ ତୂରୀ ବଜାଇ ନଗର ପରିକ୍ରମା କଲେ।


Swiv nou:

Piblisite


Piblisite