Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 10:26 - ପବିତ୍ର ବାଇବଲ

26 ତା'ପରେ ଆସିଲେ ଆଶେର ଲୋକମାନଙ୍କର ବଂଶ ଓ ଅକ୍ରଣର ପୁତ୍ର ପଗୀୟେଲ ତାଙ୍କର ସେନାଧ୍ୟକ୍ଷ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଆଉ ଅକ୍ରଣର ପୁତ୍ର ପଗୀୟେଲ ଆଶେର-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।

Gade chapit la Kopi

ଓଡିଆ ବାଇବେଲ

26 ଆଉ ଅକ୍ରଣର ପୁତ୍ର ପଗୀୟେଲ ଆଶେର ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଆଉ ଅକ୍ରଣର ପୁତ୍ର ପଗୀୟେଲ ଆଶେର-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।

Gade chapit la Kopi




ଗଣନା ପୁସ୍ତକ 10:26
4 Referans Kwoze  

ଆଶେର ପରିବାରବର୍ଗର, ଅକ୍ରଣର ପୁତ୍ର ପଗୀୟେଲ।


ଦାନ ଗୋଷ୍ଠୀର ବିଭାଗର ଧ୍ୱଜା ପରେ ଗ୍ଭଳିତ ହେଲା। ସେମାନେ ପଶ୍ଚା‌‌ତ୍‌‌ଭାଗର ପ୍ରହରୀ ଥିଲେ। ଆଉ ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷ ସେମାନଙ୍କର ଅଧିନାୟକ ଥିଲେ।


ତଦୁପରି ଅଗ୍ରସର ହେଲେ ନପ୍ତାଲି ଲୋକମାନଙ୍କର ବଂଶ ଐନନର ପୁତ୍ର ଅହୀର ସେମାନଙ୍କର ଅଗ୍ରଭାଗରେ ଥିଲେ।


Swiv nou:

Piblisite


Piblisite