Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 10:3 - ପବିତ୍ର ବାଇବଲ

3 ସେମାନେ ଯେତେବେଳେ ଦୁଇଟି ତୂରୀ ବଜାଇବେ ସମସ୍ତ ଲୋକମାନେ ସମାଗମ-ତମ୍ବୁରେ ତୁମ୍ଭ ନିକଟରେ ଏକତ୍ରିତ ହେବା ଉଚିତ୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ପୁଣି ସେମାନେ ସେହି ଦୁଇ ତୂରୀ ବଜାନ୍ତେ, ସମସ୍ତ ମଣ୍ତଳୀ ସମାଗମ-ତମ୍ଵୁ ଦ୍ଵାରରେ ତୁମ୍ଭ ନିକଟରେ ଏକତ୍ରିତ ହେବେ।

Gade chapit la Kopi

ଓଡିଆ ବାଇବେଲ

3 ପୁଣି, ସେମାନେ ସେହି ଦୁଇ ତୂରୀ ବଜାନ୍ତେ, ସମସ୍ତ ମଣ୍ଡଳୀ ସମାଗମ-ତମ୍ବୁ ଦ୍ୱାରରେ ତୁମ୍ଭ ନିକଟରେ ଏକତ୍ରିତ ହେବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି, ସେମାନେ ସେହି ଦୁଇ ତୂରୀ ବଜାନ୍ତେ, ସମସ୍ତ ମଣ୍ଡଳୀ ସମାଗମ-ତମ୍ବୁ ଦ୍ୱାରରେ ତୁମ୍ଭ ନିକଟରେ ଏକତ୍ରିତ ହେବେ।

Gade chapit la Kopi




ଗଣନା ପୁସ୍ତକ 10:3
3 Referans Kwoze  

“ତୁମ୍ଭେମାନେ ଯିହୁଦାର ଲୋକମାନଙ୍କୁ ଏହି ବାର୍ତ୍ତା ଦିଅ ଓ ଯିରୁଶାଲମରେ ଏହିକଥା ପ୍ରଗ୍ଭର କର। ‘ସମଗ୍ର ଦେଶରେ ତୂରୀ ବଜାଅ’ ଓ ଉଚ୍ଚସ୍ୱରରେ ଚିତ୍କାର କର, ‘ତୁମ୍ଭେମାନେ ଏକତ୍ରିତ ହୁଅ। ଆଉ କୁହ, ଆସ ସୁଦୃଢ଼ ନଗରକୁ ପଳାଇବା।’


ତୁମ୍ଭେମାନେ ସିୟୋନରେ ତୂରୀ ବଜାଅ। ଆମ୍ଭର ପବିତ୍ର ପର୍ବତ ଉପରେ ଗୋଟିଏ ବିପଦ ସଙ୍କେତ କରି ପାଟି କର। ସମଗ୍ର ଦେଶବାସୀ ଭୟରେ କମ୍ପିତ ହେବ। ସଦାପ୍ରଭୁଙ୍କର ବିଶେଷ ଦିନ ଆସୁଛି। ସେହି ବିଶେଷ ଦିନଟି ଅତି ସନ୍ନିକଟ।


Swiv nou:

Piblisite


Piblisite