Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 11:15 - ପବିତ୍ର ବାଇବଲ

15 ଆଉ ଯଦି ତୁମ୍ଭେ ମୋ’ ପ୍ରତି ଏପରି ପଥରେ ବ୍ୟବହାର କରିବାକୁ ଯାଉଅଛ, ତେବେ ବିନୟ କରୁଅଛି, ମୁଁ ଯଦି ତୁମ୍ଭ ଅନୁଗ୍ରହର ପାତ୍ର, ତେବେ ମୋତେ ମାରିଦିଅ ପଛେ, ଏପରି ଦୁର୍ଗତି ଦେଖିବାକୁ ଦିଅ ନାହିଁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ଆଉ ଯେବେ ତୁମ୍ଭେ ମୋʼପ୍ରତି ଏପରି ବ୍ୟବହାର କର, ତେବେ ବିନୟ କରୁଅଛି, ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇଥିଲେ,ଏକାବେଳେ ମୋତେ ମାରି ପକାଅ; ପୁଣି ମୋତେ ଆପଣା ଦୁର୍ଗତି ଦେଖିବାକୁ ଦିଅ ନାହିଁ।

Gade chapit la Kopi

ଓଡିଆ ବାଇବେଲ

15 ଆଉ ଯଦି ତୁମ୍ଭେ ମୋ’ପ୍ରତି ଏପରି ବ୍ୟବହାର କର, ତେବେ ବିନୟ କରୁଅଛି, ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇଥିଲେ, ସେହି କ୍ଷଣି ମୋତେ ମାରି ପକାଅ; ପୁଣି, ମୋତେ ଆପଣା ଦୁର୍ଗତି ଦେଖିବାକୁ ଦିଅ ନାହିଁ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଆଉ ଯଦି ତୁମ୍ଭେ ମୋʼ ପ୍ରତି ଏପରି ବ୍ୟବହାର କର, ତେବେ ବିନୟ କରୁଅଛି, ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇଥିଲେ, ସେହିକ୍ଷଣି ମୋତେ ମାରି ପକାଅ; ପୁଣି, ମୋତେ ଆପଣା ଦୁର୍ଗତି ଦେଖିବାକୁ ଦିଅ ନାହିଁ।”

Gade chapit la Kopi




ଗଣନା ପୁସ୍ତକ 11:15
12 Referans Kwoze  

ତେଣୁ ମୁଁ ବର୍ତ୍ତମାନ ପ୍ରାର୍ଥନା କରୁଛି, “ହେ ସଦାପ୍ରଭୁ, ମୋତେ ବରଂ ମାରି ଦିଅ। ବଞ୍ଚିବା ଅପେକ୍ଷା ବରଂ ମୋର ମରିବା ଭଲ ହେବ।”


ମୁଁ କାହିଁକି ଜନ୍ମ ହେଲି? ଲଜ୍ଜା ଓ ଦୁଃଖରେ ମୋର ସମସ୍ତ ଜୀବନ ଅତିବାହିତ ହେଲା।


ଏଲିୟ ପ୍ରାନ୍ତର ଭିତରେ ଦିନସାରା ଗ୍ଭଲି ଏକ ରୋତମ ବୃକ୍ଷମୂଳରେ ବସି ପଡ଼ିଲେ ଓ ନିଜର ମୃତ୍ୟୁ ପାଇଁ ପ୍ରାର୍ଥନା କରି କହିଲେ, “ଏହା ଯଥେଷ୍ଟ ହେଲାଣି, ହେ ସଦାପ୍ରଭୁ, ମୋର ପ୍ରାଣ ନିଅ, କାରଣ ମୁଁ ମୋର ପୂର୍ବପୁରୁଷଙ୍କଠାରୁ ଭଲ ନୁହେଁ।”


କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ଦଣ୍ତ ଦେଲେ ନାହିଁ। ସେ ତୁମ୍ଭର ଶତ୍ରୁମାନଙ୍କୁ ବିନାଶ କଲେ। ଇସ୍ରାଏଲର ରାଜା, ସ୍ୱୟଂ ସଦାପ୍ରଭୁ ତୁମ୍ଭମାନଙ୍କ ସହିତ ଅଛନ୍ତି। ତୁମ୍ଭେ ମନ୍ଦ ବିଷୟ ପାଇଁ ଆଉ ଭୟଭୀତ ହେବ ନାହିଁ।


ବର୍ତ୍ତମାନ ସେମାନଙ୍କର ପାପକୁ କ୍ଷମା କରିଦିଅ, ଯଦି ତୁମ୍ଭେ ସେମାନଙ୍କୁ କ୍ଷମା ନ କର ତେବେ ତୁମ୍ଭେ ଲେଖିଥିବା ଜୀବନ୍ତ ପୁସ୍ତକରୁ ମୋର ନାମକୁ କାଟି ଦିଅ।”


ତୁମ୍ଭ କାମଗୁଡ଼ିକରେ ତୁମ୍ଭର ଧୈର୍ଯ୍ୟକୁ ସମ୍ପୂର୍ଣ୍ଣ ରୂପେ ପ୍ରକାଶିତ ହେବାକୁ ଦିଅ। ତେବେ ଯାଇ ତୁମ୍ଭେ ସିଦ୍ଧ ଓ ସମ୍ପୂର୍ଣ୍ଣ ହେବ। ତୁମ୍ଭର ପ୍ରତ୍ୟେକ ଆବଶ୍ୟକ ବିଷୟ ତୁମ୍ଭେ ପାଇବ।


ମୋର ବେଦନା ଚିରନ୍ତନ, ମୋର କ୍ଷତ ଦୁରାରୋଗ୍ୟ। ହେ ସଦାପ୍ରଭୁ, ତୁମ୍ଭେ ମୋ’ ପ୍ରତି ଅତ୍ୟନ୍ତ ପ୍ରବଞ୍ଚନା କରିଅଛ। ତେଣୁ ତୁମ୍ଭେ ଶୁଷ୍କ ଅସ୍ଥାୟୀ ନଦୀ ତୁଲ୍ୟ ହୋଇଅଛ।


ତେଣୁ ମୁଁ ବଞ୍ଚିବାଠାରୁ ଶ୍ୱାସରୋଧ ହୋଇ ମରିବାକୁ ଅଧିକ ପସନ୍ଦ କରେ।


Swiv nou:

Piblisite


Piblisite