ଗଣନା ପୁସ୍ତକ 11:19 - ପବିତ୍ର ବାଇବଲ19 ତୁମ୍ଭେମାନେ ଦିନେ କି ଦୁଇ ଦିନ କି ପାଞ୍ଚ ଦିନ କି ଦଶ ଦିନ କି କୋଡ଼ିଏ ଦିନ ଖାଇବ ତାହା ନୁହେଁ। Gade chapit laପବିତ୍ର ବାଇବଲ (Re-edited) - (BSI)19 ତୁମ୍ଭେମାନେ ଦିନେ କି ଦୁଇ ଦିନ କି ପାଞ୍ଚ ଦିନ କି ଦଶ ଦିନ କି କୋଡ଼ିଏ ଦିନ ଖାଇବ, ତାହା ନୁହେନ୍ତଁ Gade chapit laଓଡିଆ ବାଇବେଲ19 ତୁମ୍ଭେମାନେ ଦିନେ କିମ୍ବା ଦୁଇ ଦିନ କିମ୍ବା ପାଞ୍ଚ ଦିନ କିମ୍ବା ଦଶ ଦିନ କିମ୍ବା କୋଡ଼ିଏ ଦିନ ଖାଇବ, ତାହା ନୁହେଁ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତୁମ୍ଭେମାନେ ଦିନେ କିମ୍ବା ଦୁଇ ଦିନ କିମ୍ବା ପାଞ୍ଚ ଦିନ କିମ୍ବା ଦଶ ଦିନ କିମ୍ବା କୋଡ଼ିଏ ଦିନ ଖାଇବ, ତାହା ନୁହେଁ; Gade chapit la |
ତୁମ୍ଭେ ସମ୍ପୂର୍ଣ୍ଣ ଏକ ମାସ ମାଂସ ଭକ୍ଷ୍ୟଣ କରିବ। ତୁମ୍ଭେ ମାଂସକୁ ଭକ୍ଷ୍ୟଣ କରିବ, ଘୃଣାଯୋଗ୍ୟ ନ ହେବା ପର୍ଯ୍ୟନ୍ତ। ଆଉ ଯେପର୍ଯ୍ୟନ୍ତ ତାହା ତୁମ୍ଭମାନଙ୍କ ନାସିକାରୁ ନିର୍ଗତ ନ ହୁଏ। କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କୁ ପ୍ରତ୍ୟାଖ୍ୟାନ କରିଛ, ଯିଏ ତୁମ୍ଭ ସହିତ ଅଛନ୍ତି ଏବଂ ତୁମ୍ଭେମାନେ ତାଙ୍କଠାରେ ଆପତ୍ତି କରିବ ଏହା କହି, ‘ଆମ୍ଭେମାନେ କାହିଁକି ମିଶରରୁ ବାହାରି ଆସିଲୁ?’”