ଗଣନା ପୁସ୍ତକ 11:20 - ପବିତ୍ର ବାଇବଲ20 ତୁମ୍ଭେ ସମ୍ପୂର୍ଣ୍ଣ ଏକ ମାସ ମାଂସ ଭକ୍ଷ୍ୟଣ କରିବ। ତୁମ୍ଭେ ମାଂସକୁ ଭକ୍ଷ୍ୟଣ କରିବ, ଘୃଣାଯୋଗ୍ୟ ନ ହେବା ପର୍ଯ୍ୟନ୍ତ। ଆଉ ଯେପର୍ଯ୍ୟନ୍ତ ତାହା ତୁମ୍ଭମାନଙ୍କ ନାସିକାରୁ ନିର୍ଗତ ନ ହୁଏ। କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କୁ ପ୍ରତ୍ୟାଖ୍ୟାନ କରିଛ, ଯିଏ ତୁମ୍ଭ ସହିତ ଅଛନ୍ତି ଏବଂ ତୁମ୍ଭେମାନେ ତାଙ୍କଠାରେ ଆପତ୍ତି କରିବ ଏହା କହି, ‘ଆମ୍ଭେମାନେ କାହିଁକି ମିଶରରୁ ବାହାରି ଆସିଲୁ?’” Gade chapit laପବିତ୍ର ବାଇବଲ (Re-edited) - (BSI)20 ମାତ୍ର ସମ୍ପୂର୍ଣ୍ଣ ଏକ ମାସ, ଯେପର୍ଯ୍ୟନ୍ତ ତାହା ତୁମ୍ଭମାନଙ୍କ ନାସିକାରୁ ନିର୍ଗତ ଓ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ନ ହୁଏ, ସେପର୍ଯ୍ୟନ୍ତ ଖାଇବ; କାରଣ ତୁମ୍ଭେମାନେ ଆପଣାମାନଙ୍କ ମଧ୍ୟବର୍ତ୍ତୀ ସଦାପ୍ରଭୁଙ୍କୁ ଅଗ୍ରାହ୍ୟ କରିତାହାଙ୍କ ସମ୍ମୁଖରେ କ୍ରନ୍ଦନ କରି କହିଅଛ, ଆମ୍ଭେମାନେ କାହିଁକି ମିସରରୁ ବାହାରି ଆସିଲୁତ। Gade chapit laଓଡିଆ ବାଇବେଲ20 ମାତ୍ର ସମ୍ପୂର୍ଣ୍ଣ ଏକ ମାସ, ଯେପର୍ଯ୍ୟନ୍ତ ତାହା ତୁମ୍ଭମାନଙ୍କ ନାସିକାରୁ ନିର୍ଗତ ଓ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ନ ହୁଏ, ସେପର୍ଯ୍ୟନ୍ତ ଖାଇବ; କାରଣ ତୁମ୍ଭେମାନେ ଆପଣାମାନଙ୍କ ମଧ୍ୟବର୍ତ୍ତୀ ସଦାପ୍ରଭୁଙ୍କୁ ଅଗ୍ରାହ୍ୟ କରି ତାହାଙ୍କ ସମ୍ମୁଖରେ କ୍ରନ୍ଦନ କରି କହିଅଛ, ଆମ୍ଭେମାନେ କାହିଁକି ମିସରରୁ ବାହାରି ଆସିଲୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ମାତ୍ର ସମ୍ପୂର୍ଣ୍ଣ ଏକ ମାସ, ଯେପର୍ଯ୍ୟନ୍ତ ତାହା ତୁମ୍ଭମାନଙ୍କ ନାସିକାରୁ ନିର୍ଗତ ଓ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ନ ହୁଏ, ସେପର୍ଯ୍ୟନ୍ତ ଖାଇବ; କାରଣ ତୁମ୍ଭେମାନେ ଆପଣାମାନଙ୍କ ମଧ୍ୟବର୍ତ୍ତୀ ସଦାପ୍ରଭୁଙ୍କୁ ଅଗ୍ରାହ୍ୟ କରି ତାହାଙ୍କ ସମ୍ମୁଖରେ କ୍ରନ୍ଦନ କରି କହିଅଛ, ଆମ୍ଭେମାନେ କାହିଁକି ମିସରରୁ ବାହାରି ଆସିଲୁ।’” Gade chapit la |
ସର୍ବଶକ୍ତିମାନ୍ ସଦାପ୍ରଭୁ କହିଲେ, “ପିଲାମାନେ ସେମାନଙ୍କର ପିତାଙ୍କୁ ସମ୍ମାନ କରନ୍ତି, ଗ୍ଭକରମାନେ ସେମାନଙ୍କର ମୁନିବଙ୍କୁ ସମ୍ମାନ କରନ୍ତି, ତେଣୁ ଆମ୍ଭେ ତୁମ୍ଭମାନଙ୍କର ପିତା, ତୁମ୍ଭେମାନେ ଆମ୍ଭକୁ କାହିଁକି ଭୟ ଓ ସମ୍ମାନ କରୁ ନାହଁ? ଆମ୍ଭେ ତୁମ୍ଭମାନଙ୍କର ମୁନିବ, ତୁମ୍ଭେମାନେ ଆମ୍ଭକୁ କାହିଁକି ଭୟ ଏବଂ ସମ୍ମାନ କରୁ ନାହଁ? ତୁମ୍ଭେ ଯାଜକଗଣ ଆମ୍ଭର ନାମ ପ୍ରତି ତାଚ୍ଛଲ୍ୟ ମନୋଭାବ ଦେଖାଉଛ। “କିନ୍ତୁ ତୁମ୍ଭେମାନେ ପଗ୍ଭର, ‘ଆମ୍ଭେମାନେ କିପରି ତୁମ୍ଭର ନାମକୁ ତାଚ୍ଛଲ୍ୟ ମନୋଭାବ ଦେଖାଇଛୁ?’
“ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ତୁମ୍ଭ ଗୃହରୁ ଓ ତୁମ୍ଭ ପିତୃଗୃହରୁ ଚିରଦିନ ପାଇଁ ମୋର ଯାଜକ ହେବ ବୋଲି ମୁଁ ପ୍ରତିଜ୍ଞା କଲି। କିନ୍ତୁ ଏବେ ସଦାପ୍ରଭୁ କହନ୍ତି, ‘ତାହା ଆଉ କେବେ ଘଟିବ ନାହିଁ। କାରଣ ଯେଉଁମାନେ ମୋତେ ସମ୍ମାନ କରନ୍ତି, ମୁଁ ସେମାନଙ୍କୁ ସମ୍ମାନ କରିବି। କିନ୍ତୁ ଯେଉଁମାନେ ମୋତେ ତୁଚ୍ଛଜ୍ଞାନ କରନ୍ତି, ସେମାନଙ୍କୁ ଅସମ୍ମାନ କରାଯିବ।
ଏବଂ ମୋଶା କହିଲେ, “ତେଣୁ ଆଜି ରାତ୍ରିରେ ସେ ତୁମ୍ଭମାନଙ୍କୁ ମାଂସ ଭୋଜନ କରିବାକୁ ଦେବେ। ଏବଂ ପ୍ରଭାତରେ ସେ ତୁମ୍ଭମାନଙ୍କୁ ଆବଶ୍ୟକ ପରିମାଣରେ ରୋଟୀ ମଧ୍ୟ ଦେବେ। ସଦାପ୍ରଭୁ ତୁମ୍ଭମାନଙ୍କର ଅଭିଯୋଗ ଶୁଣିଛନ୍ତି। ଯାହା ତୁମ୍ଭେ ଆମ୍ଭ ବିରୁଦ୍ଧରେ କଲ। କିନ୍ତୁ ଆମ୍ଭେ କିଏ? ପ୍ରକୃତରେ ତୁମ୍ଭେମାନେ ଆମ୍ଭମାନଙ୍କ ବିରୁଦ୍ଧରେ ଆପତ୍ତି କରୁ ନାହଁ। ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧରେ ଆପତ୍ତି କରୁଅଛ।”