Biblia Todo Logo
Bib sou entènèt

- Piblisite -




ଗଣନା ପୁସ୍ତକ 11:24 - ପବିତ୍ର ବାଇବଲ

24 ତେବେ ମୋଶା ବାହାରକୁ ଯାଇ ଲୋକମାନଙ୍କୁ କହିଲେ, ଯାହା ସଦାପ୍ରଭୁ କହିଥିଲେ। ପୁଣି ସେ ଲୋକମାନଙ୍କର ପ୍ରାଚୀନବର୍ଗ ମଧ୍ୟରୁ ସତୁରି ଜଣଙ୍କୁ ଏକତ୍ର କରି ତମ୍ବୁର ଚତୁର୍ଦ୍ଦିଗରେ ଛିଡ଼ା କରାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଏଥିରେ ମୋଶା ବାହାରକୁ ଯାଇ ଲୋକମାନଙ୍କୁ ସଦାପ୍ରଭୁଙ୍କର କଥା କହିଲେ, ପୁଣି ସେ ଲୋକମାନଙ୍କର ପ୍ରାଚୀନବର୍ଗ ମଧ୍ୟରୁ ସତୁରି ଜଣଙ୍କୁ ଏକତ୍ର କରି ତମ୍ଵୁର ଚତୁର୍ଦ୍ଦିଗରେ ରଖିଲେ।

Gade chapit la Kopi

ଓଡିଆ ବାଇବେଲ

24 ଏଥିରେ ମୋଶା ବାହାରକୁ ଯାଇ ଲୋକମାନଙ୍କୁ ସଦାପ୍ରଭୁଙ୍କର କଥା କହିଲେ, ପୁଣି, ସେ ଲୋକମାନଙ୍କର ପ୍ରାଚୀନବର୍ଗ ମଧ୍ୟରୁ ସତୁରି ଜଣଙ୍କୁ ଏକତ୍ର କରି ତମ୍ବୁର ଚତୁର୍ଦ୍ଦିଗରେ ରଖିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଏଥିରେ ମୋଶା ବାହାରକୁ ଯାଇ ଲୋକମାନଙ୍କୁ ସଦାପ୍ରଭୁଙ୍କର କଥା କହିଲେ, ପୁଣି, ସେ ଲୋକମାନଙ୍କର ପ୍ରାଚୀନବର୍ଗ ମଧ୍ୟରୁ ସତୁରି ଜଣଙ୍କୁ ଏକତ୍ର କରି ତମ୍ବୁର ଚତୁର୍ଦ୍ଦିଗରେ ରଖିଲେ।

Gade chapit la Kopi




ଗଣନା ପୁସ୍ତକ 11:24
3 Referans Kwoze  

ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, “ଇସ୍ରାଏଲର ଏପରି ସତୁରି ଜଣ ପ୍ରାଚୀନ ଲୋକଙ୍କୁ ଡାକ। ସେମାନଙ୍କୁ ସମାଗମ-ତମ୍ବୁ ନିକଟକୁ ଆଣ। ସେମାନେ ତୁମ୍ଭ ସହିତ ଛିଡ଼ା ହେବା ଉଚିତ୍।


ମାତ୍ର ଛାଉଣି ମଧ୍ୟରେ ଦୁଇଜଣ ପ୍ରାଚୀନ ଇଲଦଦ୍ ଓ ମେଦଦ୍ ରହିଲେ, ଯଦିଓ ସେମାନେ ତାଲିକାରେ ଥିଲେ, ସେମାନେ ତମ୍ବୁ ବାହାରକୁ ଆସି ନ ଥିଲେ। ସେମାନଙ୍କ ଉପରେ ସେହି ଆତ୍ମା ଅବସ୍ଥାନ କଲା ଓ ସେମାନେ ଛାଉଣି ମଧ୍ୟରେ ରହି ଭବିଷ୍ୟଦ୍ କଥା ପ୍ରଗ୍ଭର ଆରମ୍ଭ କଲେ।


ସଦାପ୍ରଭୁ ପରମେଶ୍ୱର ଏହିପରି ମନୁଷ୍ୟକୁ ତଡ଼ି ଦେଲେ। ପୁଣି ଅମୃତ ବୃକ୍ଷର ପଥ ପହରା ଦେବା ପାଇଁ ସେ କିରୁବଦୂତମାନଙ୍କୁ ଏବଂ ଗୋଟିଏ ଘୂର୍ଣ୍ଣାୟମାନ ଖ‌‌‌‌ଡ଼୍‌‌‌‌ଗ ଏଦନ ଉଦ୍ୟାନର ପ୍ରବେଶ ସ୍ଥାନରେ ରଖିଲେ।


Swiv nou:

Piblisite


Piblisite